1 Chronicles 23:10 — Compare Translations
5 translations compared side by side
Odia - 1840
"ଶିମିଯିଙ୍କର ଚାରିପୁତ୍ର ଥିଲେ। ସମାନେେ ହେଲେ, ୟହତ୍, ସୀଷ, ୟିଯଶ୍ ଓ ବରୀଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶିମୀୟିର ପୁତ୍ର; ଯହତ୍ ଓ ସୀଷ ଓ ଯିୟୂଶ୍ ଓ ବରୀୟ । ଏହି ଚାରି ଜଣ ଶିମୀୟିର ପୁତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
ଶିମିୟିଙ୍କର ଗ୍ଭରିପୁତ୍ର ଥିଲେ। ସେମାନେ ହେଲେ, ଯହତ୍, ସୀଷ, ଯିୟୂଶ୍ ଓ ବରୀୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶିମୀୟିର ପୁତ୍ର; ଯହତ୍, ସୀଷ, ଯିୟୂଶ୍ ଓ ବରୀୟ। ଏହି ଚାରି ଜଣ ଶିମୀୟିର ପୁତ୍ର ଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶିମୀୟିର ପୁତ୍ର; ଯହତ୍, ଜିନା, ଯିୟୂଶ୍ ଓ ବରୀୟ। ଏହି ଚାରି ଜଣ ଶିମୀୟିର ପୁତ୍ର ଥିଲେ।