1 Chronicles 23:11 — Compare Translations
5 translations compared side by side
Odia - 1840
"ୟହତ୍ ଜେଷ୍ଠ ପୁତ୍ର ଓ ସୀଷ ଦ୍ବିତୀୟ ପୁତ୍ର ଥିଲେ। କିନ୍ତୁ ୟିଯୂଶ୍ ଓ ବରୀଯର ଅନକେ ସନ୍ତାନ ନ ଥିଲେ। ତେଣୁ ୟିଯଶ୍ ଓ ବରୀଯଙ୍କୁ ଗୋଟିଏ ପରିବାର ରୂପେ ଗଣ୍ଯ କରାଯାଉ ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯହତ୍ ପ୍ରଧାନ, ଦ୍ଵିତୀୟ ସୀଷ; ମାତ୍ର ଯିୟୂଶ୍ ଓ ବରୀୟର ଅନେକ ପୁତ୍ର ନ ଥିଲେ; ଏହେତୁ ସେମାନେ ଏକତ୍ର ଗଣିତ ହୋଇ ଏକ ପିତୃବଂଶ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯହତ୍ ଜ୍ୟେଷ୍ଠ ପୁତ୍ର ଓ ସୀଷ ଦ୍ୱିତୀୟ ପୁତ୍ର ଥିଲେ। କିନ୍ତୁ ଯିୟୁଶ୍ ଓ ବରୀୟର ଅନେକ ସନ୍ତାନ ନ ଥିଲେ। ତେଣୁ ଯିୟୂଶ୍ ଓ ବରୀୟଙ୍କୁ ଗୋଟିଏ ପରିବାର ରୂପେ ଗଣ୍ୟ କରାଯାଉ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯହତ୍ ପ୍ରଧାନ, ଦ୍ୱିତୀୟ ସୀଷ; ମାତ୍ର ଯିୟୂଶ୍ ଓ ବରୀୟର ଅନେକ ପୁତ୍ର ନ ଥିଲେ; ଏହେତୁ ସେମାନେ ଏକତ୍ର ଗଣିତ ହୋଇ ଏକ ପିତୃବଂଶ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଯହତ୍ ପ୍ରଧାନ, ଦ୍ୱିତୀୟ ସୀଷ; ମାତ୍ର ଯିୟୂଶ୍ ଓ ବରୀୟର ଅନେକ ପୁତ୍ର ନ ଥିଲେ; ଏହେତୁ ସେମାନେ ଏକତ୍ର ଗଣିତ ହୋଇ ଏକ ପିତୃବଂଶ ହେଲେ।