1 Chronicles 23:12 — Compare Translations

5 translations compared side by side

Odia - 1840
"କହାତଙ୍କର ଚାରିପୁତ୍ର ଥିଲେ। ସମାନେେ ହେଲେ ଅମ୍ରାମ୍, ୟିଷ୍ହର, ହିବ୍ରୋଣ ଓ ଉଷୀଯଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କହାତର ପୁତ୍ର; ଅମ୍ରାମ୍, ଯିଷ୍ହର, ହିବ୍ରୋଣ ଓ ଉଷୀୟେଲ; ଚାରି ଜଣ ।
Odia Bible ERV 2004 (ପବିତ୍ର ବାଇବଲ)
କହାତ୍ ପରିବାରବର୍ଗ କହାତଙ୍କର ଗ୍ଭରିପୁତ୍ର ଥିଲେ। ସେମାନେ ହେଲେ ଅମ୍ରାମ୍, ଯି‌ଷ୍‌ହର, ହିବ୍ରୋଣ ଓ ଉଷୀୟେଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କହାତର ପୁତ୍ର; ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ; ଚାରି ଜଣ।
Odia IRV 2017 (ଓଡିଆ ବାଇବେଲ)
କହାତର ପୁତ୍ର; ଅମ୍ରାମ୍‍, ଯିଷ୍‍ହର, ହିବ୍ରୋଣ ଓ ଉଷୀୟେଲ; ଚାରି ଜଣ।