1 Chronicles 23:13 — Compare Translations

5 translations compared side by side

Odia - 1840
"ଅମ୍ରାମଙ୍କ ପୁତ୍ରମାନେ ଥିଲେ ହାରୋଣ ଓ ମାଶାେ। ହାରୋଣ ବିଶଷେ ରୂପେ ମନୋନୀତ କରାୟାଇଥିଲେ। ହାରୋଣ ଓ ତାଙ୍କର ବଂଶଧରମାନେ ଚିରକାଳ ନିମନ୍ତେ, ବିଶଷେ ରୂପେ ମନୋନୀତ ହାଇେଥିଲେ। ସଦାପ୍ରଭୁଙ୍କ ସବୋକାର୍ୟ୍ଯ ନିମନ୍ତେ ସବୁଠାରୁ ମହାପବିତ୍ର ସାମଗ୍ରୀ ପ୍ରସ୍ତୁତ କରିବା ପାଇଁ ସମାନଙ୍କେୁ ମନୋନୀତ କରାୟାଇଥିଲା। ସଦାପ୍ରଭୁ ସମ୍ମୁଖ ରେ ସୁଗନ୍ଧି ଧୂପ ଜଳାଇବା ନିମନ୍ତେ ହାରୋଣ ଓ ତାହାଙ୍କ ବଂଶ ମନୋନୀତ ହାଇେଥିଲେ। ସମାନେେ ଯାଜକରୂପେ ସଦାପ୍ରଭୁଙ୍କର ସବୋକାର୍ୟ୍ଯ କରିବା ନିମନ୍ତେ ମନୋନୀତ ହାଇେଥିଲେ। ଚିରକାଳ ପାଇଁ ସଦାପ୍ରଭୁଙ୍କ ନାମକୁ ବ୍ଯବହାର କରିବା ଓ ଲୋକମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ସମାନେେ ମନୋନୀତ ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅମ୍ରାମ୍ର ପୁତ୍ର; ହାରୋଣ ଓ ମୋଶା; ପୁଣି ହାରୋଣ ଯେପରି ମହାପବିତ୍ର ବସ୍ତୁ ପବିତ୍ର କରିବ, ଏଥିପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପଦାହ, ତାହାଙ୍କର ପରିଚର୍ଯ୍ୟା ଓ ତାହାଙ୍କ ନାମରେ ଆଶୀର୍ବାଦକରଣାର୍ଥେ ସେ ଓ ତାହାର ପୁତ୍ରମାନେ ଯୁଗାନୁକ୍ରମେ ପୃଥକ କରାଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅମ୍ରାମଙ୍କ ପୁତ୍ରମାନେ ଥିଲେ ହାରୋଣ ଓ ମୋଶା। ହାରୋଣ ବିଶେଷ ରୂପେ ମନୋନୀତ କରାଯାଇଥିଲେ। ହାରୋଣ ଓ ତାଙ୍କର ବଂଶଧରମାନେ ଚିରକାଳ ନିମନ୍ତେ, ବିଶେଷ ରୂପେ ମନୋନୀତ ହୋଇଥିଲେ। ସଦାପ୍ରଭୁଙ୍କ ସେବାକାର୍ଯ୍ୟ ନିମନ୍ତେ ସବୁଠାରୁ ମହାପବିତ୍ର ସାମଗ୍ରୀ ପ୍ରସ୍ତୁତ କରିବା ପାଇଁ ସେମାନଙ୍କୁ ମନୋନୀତ କରାଯାଇଥିଲା। ସଦାପ୍ରଭୁ ସମ୍ମୁଖରେ ସୁଗନ୍ଧି ଧୂପ ଜଳାଇବା ନିମନ୍ତେ ହାରୋଣ ଓ ତାହାଙ୍କ ବଂଶ ମନୋନୀତ ହୋଇଥିଲେ। ସେମାନେ ଯାଜକରୂପେ ସଦାପ୍ରଭୁଙ୍କର ସେବାକାର୍ଯ୍ୟ କରିବା ନିମନ୍ତେ ମନୋନୀତ ହୋଇଥିଲେ। ଚିରକାଳ ପାଇଁ ସଦାପ୍ରଭୁଙ୍କ ନାମକୁ ବ୍ୟବହାର କରିବା ଓ ଲୋକମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ସେମାନେ ମନୋନୀତ ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅମ୍ରାମ୍‍ର ପୁତ୍ର; ହାରୋଣ ଓ ମୋଶା; ପୁଣି, ହାରୋଣ ଯେପରି ମହାପବିତ୍ର ବସ୍ତୁ ପବିତ୍ର କରିବ, ଏଥିପାଇଁ ଯୁଗାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପଦାହ, ତାହାଙ୍କର ପରିଚର୍ଯ୍ୟା ଓ ତାହାଙ୍କ ନାମରେ ଆଶୀର୍ବାଦକରଣାର୍ଥେ ସେ ଓ ତାହାର ପୁତ୍ରମାନେ ଯୁଗାନୁକ୍ରମେ ପୃଥକ କରାଗଲେ।
Odia IRV 2017 (ଓଡିଆ ବାଇବେଲ)
ଅମ୍ରାମ୍‍ର ପୁତ୍ର; ହାରୋଣ ଓ ମୋଶା; ପୁଣି, ହାରୋଣ ଯେପରି ମହାପବିତ୍ର ବସ୍ତୁ ପବିତ୍ର କରିବ, ଏଥିପାଇଁ ଯୁଗାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପଦାହ, ତାହାଙ୍କର ପରିଚର୍ଯ୍ୟା ଓ ତାହାଙ୍କ ନାମରେ ଆଶୀର୍ବାଦକରଣାର୍ଥେ ସେ ଓ ତାହାର ପୁତ୍ରମାନେ ଯୁଗାନୁକ୍ରମେ ପୃଥକ କରାଗଲେ।