1 Chronicles 23:14 — Compare Translations
5 translations compared side by side
Odia - 1840
"ମାଶାେ ପରମେଶ୍ବରଙ୍କ ଲୋକ ଥିଲେ। ମାଶାଙ୍କେ ପୁତ୍ରମାନେ ଲବେୀୟ ଗୋଷ୍ଠୀର ଅନ୍ତଭୁର୍କ୍ତ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପରମେଶ୍ଵରଙ୍କ ଲୋକ ମୋଶାଙ୍କର ପୁତ୍ରମାନେ ଲେବୀ-ବଂଶ ମଧ୍ୟରେ ଉଲ୍ଲିଖିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ପରମେଶ୍ୱରଙ୍କ ଲୋକ ଥିଲେ। ମୋଶାଙ୍କ ପୁତ୍ରମାନେ ଲେବୀୟ ଗୋଷ୍ଠୀର ଅନ୍ତର୍ଭୁକ୍ତ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର, ପରମେଶ୍ୱରଙ୍କ ଲୋକ ମୋଶାଙ୍କର ପୁତ୍ରମାନେ ଲେବୀ-ବଂଶ ମଧ୍ୟରେ ଉଲ୍ଲିଖିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର, ପରମେଶ୍ୱରଙ୍କ ଲୋକ ମୋଶାଙ୍କର ପୁତ୍ରମାନେ ଲେବୀ-ବଂଶ ମଧ୍ୟରେ ଉଲ୍ଲିଖିତ ହେଲେ।