1 Chronicles 23:17 — Compare Translations

5 translations compared side by side

Odia - 1840
"ଇଲୀଯଷେରଙ୍କ ଜେଷ୍ଠ ପୁତ୍ର ଥିଲେ ରହବିଯ। ଇଲୀଯଷେରଙ୍କ ଆଉ କୌଣସି ପୁତ୍ର ସନ୍ତାନ ନ ଥିଲେ। କିନ୍ତୁ ରହବିଯଙ୍କର ଅନକେ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଇଲୀୟେଷରର ସନ୍ତାନମାନଙ୍କ ମଧ୍ୟରେ ରହବୀୟ ପ୍ରଧାନ । ଏହି ଇଲୀୟେଷରର ଆଉ ପୁତ୍ର ନ ଥିଲେ, ମାତ୍ର ରହବୀୟର ବହୁସଂଖ୍ୟକ ସନ୍ତାନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇଲୀୟେଷରଙ୍କ ଜ୍ୟେଷ୍ଠ ପୁତ୍ର ଥିଲେ ରହବିୟ। ଇଲୀୟେଷରଙ୍କ ଆଉ କୌଣସି ପୁତ୍ର ସନ୍ତାନ ନ ଥିଲେ। କିନ୍ତୁ ରହବିୟଙ୍କର ଅନେକ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଇଲୀୟେଷରର ସନ୍ତାନମାନଙ୍କ ମଧ୍ୟରେ ରହବୀୟ ପ୍ରଧାନ। ଏହି ଇଲୀୟେଜରର ଆଉ ପୁତ୍ର ନ ଥିଲେ, ମାତ୍ର, ରହବୀୟର ବହୁସଂଖ୍ୟକ ସନ୍ତାନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଇଲୀୟେଷରର ସନ୍ତାନମାନଙ୍କ ମଧ୍ୟରେ ରହବୀୟ ପ୍ରଧାନ। ଏହି ଇଲୀୟେଜରର ଆଉ ପୁତ୍ର ନ ଥିଲେ, ମାତ୍ର, ରହବୀୟର ବହୁସଂଖ୍ୟକ ସନ୍ତାନ ଥିଲେ।