1 Chronicles 23:19 — Compare Translations

5 translations compared side by side

Odia - 1840
"ହିବ୍ରୋଣଙ୍କ ଜେଷ୍ଠପୁତ୍ର ଥିଲେ ୟିରୀଯ। ହିବ୍ରୋଣଙ୍କ ଦ୍ବିତୀୟ ପୁତ୍ର ଥିଲେ ଅମରିଯ। ୟହସୀଯଲେ ତୃତୀୟ ପୁତ୍ର ଓ ୟିକମିଯାମ୍ ଚତୁର୍ଥ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହିବ୍ରୋଣର ପୁତ୍ରମାନଙ୍କ ମଧ୍ୟରେ ପ୍ରଥମ ଯିରୀୟ, ଦ୍ଵିତୀୟ ଅମରୀୟ, ତୃତୀୟ ଯହସୀୟେଲ, ଚତୁର୍ଥ ଯିକ୍ମୀୟାମ୍ ।
Odia Bible ERV 2004 (ପବିତ୍ର ବାଇବଲ)
ହିବ୍ରୋଣଙ୍କ ଜ୍ୟେଷ୍ଠପୁତ୍ର ଥିଲେ ଯିରୀୟ। ହିବ୍ରୋଣଙ୍କ ଦ୍ୱିତୀୟ ପୁତ୍ର ଥିଲେ ଅମରିୟ। ଯହସୀୟେଲ ତୃତୀୟ ପୁତ୍ର ଓ ଯି‌କ୍‌ମିୟାମ୍ ଚତୁର୍ଥ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହିବ୍ରୋଣର ପୁତ୍ରମାନଙ୍କ ମଧ୍ୟରେ ପ୍ରଥମ ଯିରୀୟ, ଦ୍ୱିତୀୟ ଅମରୀୟ, ତୃତୀୟ ଯହସୀୟେଲ, ଚତୁର୍ଥ ଯିକ୍‍ମୀୟାମ୍‍।
Odia IRV 2017 (ଓଡିଆ ବାଇବେଲ)
ହିବ୍ରୋଣର ପୁତ୍ରମାନଙ୍କ ମଧ୍ୟରେ ପ୍ରଥମ ଯିରୀୟ, ଦ୍ୱିତୀୟ ଅମରୀୟ, ତୃତୀୟ ଯହସୀୟେଲ, ଚତୁର୍ଥ ଯିକ୍‍ମୀୟାମ୍‍।