1 Chronicles 23:2 — Compare Translations
5 translations compared side by side
Odia - 1840
"ଦାଉଦ ଇଶ୍ରାୟେଲର ସମସ୍ତ ନେତାମାନଙ୍କୁ ଏକତ୍ରୀତ କଲେ। ସେ ଯାଜକ ଓ ଲବେୀୟମାନଙ୍କୁ ମଧ୍ଯ ଏକତ୍ର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଇସ୍ରାଏଲର ସମସ୍ତ ଅଧିପତିଙ୍କି ଓ ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଏକତ୍ର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଇସ୍ରାଏଲର ସମସ୍ତ ନେତାମାନଙ୍କୁ ଏକତ୍ରିତ କଲେ। ସେ ଯାଜକ ଓ ଲେବୀୟମାନଙ୍କୁ ମଧ୍ୟ ଏକତ୍ର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଇସ୍ରାଏଲର ସମସ୍ତ ଅଧିପତିଙ୍କୁ ଓ ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଏକତ୍ର କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ଇସ୍ରାଏଲର ସମସ୍ତ ଅଧିପତିଙ୍କୁ ଓ ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଏକତ୍ର କଲେ।