1 Chronicles 23:24 — Compare Translations
5 translations compared side by side
Odia - 1840
"ଏହିମାନେ ଲବେୀଙ୍କ ଗୋଷ୍ଠୀର ଥିଲେ। ସମାନେେ ସମାନଙ୍କେର ପରିବାର ଦ୍ବାରା ତାଲିକାଭୁକ୍ତ ହାଇେଥିଲେ। ସମାନେେ ପରିବାରର ମୁଖ୍ଯ ଥିଲେ। ପ୍ରେତ୍ୟକକ ଲୋକର ନାମ ତାଲିକାଭୁକ୍ତ କରାଗଲା। ଯେଉଁ ଲୋକମାନଙ୍କର ନାମ ତାଲିକାଭୁକ୍ତ କରାଗଲା, ସମାନେେ କୋଡ଼ିଏ ବର୍ଷ ବା ତଦୁଦ୍ଧର୍ବ ବଯସର ଥିଲେ। ସମାନେେ ସଦାପ୍ରଭୁଙ୍କ ମନ୍ଦିର ରେ ସବୋକାର୍ୟ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ, ପୁଣି କୋଡ଼ିଏ ବର୍ଷ ଓ ତହିଁରୁ ଊର୍ଦ୍ଧ୍ଵ ବୟସ୍କ ଯେଉଁମାନେ ଆପଣା ଆପଣା ନାମ ଓ ମସ୍ତକାନୁସାରେ ଗଣିତ ହୋଇ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ କଲେ, ସେମାନଙ୍କ ପିତୃବଂଶର ପ୍ରଧାନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲେବୀୟମାନଙ୍କର କାର୍ଯ୍ୟ ଏହିମାନେ ଲେବୀଙ୍କ ଗୋଷ୍ଠୀର ଥିଲେ। ସେମାନେ ସେମାନଙ୍କର ପରିବାର ଦ୍ୱାରା ତାଲିକାଭୁକ୍ତ ହୋଇଥିଲେ। ସେମାନେ ପରିବାରର ମୁଖ୍ୟ ଥିଲେ। ପ୍ରତ୍ୟେକ ଲୋକର ନାମ ତାଲିକାଭୁକ୍ତ କରାଗଲା। ଯେଉଁ ଲୋକମାନଙ୍କର ନାମ ତାଲିକାଭୁକ୍ତ କରାଗଲା, ସେମାନେ କୋଡ଼ିଏ ବର୍ଷ ବା ତତୁର୍ଦ୍ଧ୍ୱ ବୟସର ଥିଲେ। ସେମାନେ ସଦାପ୍ରଭୁଙ୍କ ମନ୍ଦିରରେ ସେବାକାର୍ଯ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ, ପୁଣି, କୋଡ଼ିଏ ବର୍ଷ ଓ ତହିଁରୁ ଊର୍ଦ୍ଧ୍ୱ ବୟସ୍କ ଯେଉଁମାନେ ଆପଣା ଆପଣା ନାମ ଓ ମସ୍ତକାନୁସାରେ ଗଣିତ ହୋଇ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ କଲେ, ସେମାନଙ୍କ ପିତୃବଂଶର ପ୍ରଧାନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ, ପୁଣି, କୋଡ଼ିଏ ବର୍ଷ ଓ ତହିଁରୁ ଉର୍ଦ୍ଧ୍ୱ ବୟସ୍କ ଯେଉଁମାନେ ଆପଣା ଆପଣା ନାମ ଓ ମସ୍ତକାନୁସାରେ ଗଣିତ ହୋଇ ସଦାପ୍ରଭୁଙ୍କ ଗୃହର ସେବାକାର୍ଯ୍ୟ କଲେ, ସେମାନଙ୍କ ପିତୃବଂଶର ପ୍ରଧାନ ଥିଲେ।