1 Chronicles 23:25 — Compare Translations

5 translations compared side by side

Odia - 1840
"ଦାଉଦ କହିଥିଲେ, ଇଶ୍ରାୟେଲ ସଦାପ୍ରଭୁ ପରମେଶ୍ବର ତାହାଙ୍କ ଲୋକମାନଙ୍କୁ ଶାନ୍ତି ପ୍ରଦାନ କରିଅଛନ୍ତି। ସଦାପ୍ରଭୁ ୟିରୁଶାଲମ ରେ ଚିରକାଳ ନିମନ୍ତେ ବାସ କରିବାକୁ ଆସିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦାଉଦ କହିଲେ, ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଆପଣା ଲୋକମାନଙ୍କୁ ବିଶ୍ରାମ ଦେଇଅଛନ୍ତି ଓ ସେ ଯୁଗାନୁକ୍ରମେ ଯିରୂଶାଲମରେ ବସତି କରନ୍ତି
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ କହିଥିଲେ, “ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର ତାହାଙ୍କ ଲୋକମାନଙ୍କୁ ଶାନ୍ତି ପ୍ରଦାନ କରିଅଛନ୍ତି। ସଦାପ୍ରଭୁ ଯିରୁଶାଲମରେ ଚିରକାଳ ନିମନ୍ତେ ବାସ କରିବାକୁ ଆସିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦାଉଦ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କୁ ବିଶ୍ରାମ ଦେଇଅଛନ୍ତି ଓ ସେ ଯୁଗାନୁକ୍ରମେ ଯିରୂଶାଲମରେ ବସତି କରନ୍ତି,
Odia IRV 2017 (ଓଡିଆ ବାଇବେଲ)
କାରଣ ଦାଉଦ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କୁ ବିଶ୍ରାମ ଦେଇଅଛନ୍ତି ଓ ସେ ଯୁଗାନୁକ୍ରମେ ଯିରୂଶାଲମରେ ବସତି କରନ୍ତି,