1 Chronicles 23:26 — Compare Translations
5 translations compared side by side
Odia - 1840
"ତେଣୁ ଲବେୀୟମାନଙ୍କୁ ଆଉ ପବିତ୍ର ତମ୍ବୁ କିଅବା ସେଥି ରେ ବ୍ଯବହୃତ ସାମଗ୍ରୀଗୁଡ଼ିକୁ ବୋହିକରି ନବୋକୁ ପଡ଼ିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ମଧ୍ୟ ଲେବୀୟମାନଙ୍କୁ ଆବାସ ଓ ତହିଁର ସେବାର୍ଥକ ପାତ୍ରସବୁ ବହିବାର ଆଉ ପ୍ରୟୋଜନ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଲେବୀୟମାନଙ୍କୁ ଆଉ ପବିତ୍ର ତମ୍ବୁ କିଅବା ସେଥିରେ ବ୍ୟବହୃତ ସାମଗ୍ରୀଗୁଡ଼ିକୁ ବୋହିକରି ନେବାକୁ ପଡ଼ିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ମଧ୍ୟ ଲେବୀୟମାନଙ୍କୁ ଆବାସ ଓ ତହିଁର ସେବାର୍ଥକ ପାତ୍ରସବୁ ବୋହିବାର ଆଉ ପ୍ରୟୋଜନ ହେବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଆହୁରି ମଧ୍ୟ ଲେବୀୟମାନଙ୍କୁ ଆବାସ ଓ ତହିଁର ସେବାର୍ଥକ ପାତ୍ରସବୁ ବୋହିବାର ଆଉ ପ୍ରୟୋଜନ ହେବ ନାହିଁ।”