1 Chronicles 23:27 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲୀୟମାନଙ୍କୁ ଦାଉଦଙ୍କର ଶଷେ ଆଦେଶ ଥିଲା ଲବେୀୟ ଗୋଷ୍ଠୀର ବଂଶଧରମାନଙ୍କୁ ଗଣିବାକୁ କହିବା। ଯେଉଁ ଲବେୀୟ ବ୍ଯକ୍ତି 20 ବର୍ଷ ବା ତଦୁଦ୍ଧର୍‌ବ ବଯସର ଥିଲେ, ସମାନେେ ସମାନଙ୍କେୁ ଗଣନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦାଉଦଙ୍କର ଶେଷ ବାକ୍ୟାନୁସାରେ ଲେବୀ-ସନ୍ତାନମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଊର୍ଦ୍ଧ୍ଵବୟସ୍କ ଲୋକ ଗଣିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟମାନଙ୍କୁ ଦାଉଦଙ୍କର ଶେଷ ଆଦେଶ ଥିଲା ଲେବୀୟ ଗୋଷ୍ଠୀର ବଂଶଧରମାନଙ୍କୁ ଗଣିବାକୁ କହିବା। ଯେଉଁ ଲେବୀୟ ବ୍ୟକ୍ତି 20 ବର୍ଷ ବା ତତୁର୍ଦ୍ଧ୍ୱ ବୟସର ଥିଲେ, ସେମାନେ ସେମାନଙ୍କୁ ଗଣନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ଦାଉଦଙ୍କର ଶେଷ ବାକ୍ୟାନୁସାରେ ଲେବୀ-ସନ୍ତାନମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଊର୍ଦ୍ଧ୍ୱ ବୟସ୍କ ଲୋକ ଗଣିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ, ଦାଉଦଙ୍କର ଶେଷ ବାକ୍ୟାନୁସାରେ ଲେବୀ-ସନ୍ତାନମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଉର୍ଦ୍ଧ୍ୱ ବୟସ୍କ ଲୋକ ଗଣିତ ହେଲେ।