1 Chronicles 23:28 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ମନ୍ଦିରର ସବୋକାର୍ୟ୍ଯ ରେ ହାରୋଣଙ୍କ ବଂଶଧରମାନଙ୍କୁ ସାହାୟ୍ଯ କରିବା ଲବେୀୟମାନଙ୍କ କାର୍ୟ୍ଯ ଥିଲା। ଲବେୀୟମାନେ ଆହୁରି ମଧ୍ଯ ମନ୍ଦିରର ପ୍ରାଙ୍ଗଣ ଓ ପାଶର୍ବବର୍ତ୍ତୀ କଠାେରୀଗୁଡ଼ିକର ଯତ୍ନ ନେଉଥିଲେ। ସମସ୍ତ ପବିତ୍ର ସାମଗ୍ରୀକୁ ଶୁଚି କରିବା ସମାନଙ୍କେର କାର୍ୟ୍ଯ ଥିଲା। ପରମେଶ୍ବରଙ୍କ ମନ୍ଦିରର ସବୋ କରିବା କାର୍ୟ୍ଯ ସମାନଙ୍କେର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁଙ୍କ ଗୃହର ସେବାର୍ଥେ ପ୍ରାଙ୍ଗଣରେ ଓ କୋଠରିରେ ଓ ପରମେଶ୍ଵରଙ୍କ ଗୃହର ସେବାକାର୍ଯ୍ୟାର୍ଥକ ସମସ୍ତ ପବିତ୍ର ବସ୍ତୁ ଶୁଚି କରିବାରେ ହାରୋଣ-ସନ୍ତାନମାନଙ୍କ ସେବା କରିବାର ଲେବୀୟମାନଙ୍କର କାର୍ଯ୍ୟ ଥିଲା;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ମନ୍ଦିରର ସେବାକାର୍ଯ୍ୟରେ ହାରୋଣଙ୍କ ବଂଶଧରମାନଙ୍କୁ ସାହାଯ୍ୟ କରିବା ଲେବୀୟମାନଙ୍କ କାର୍ଯ୍ୟ ଥିଲା। ଲେବୀୟମାନେ ଆହୁରି ମଧ୍ୟ ମନ୍ଦିରର ପ୍ରାଙ୍ଗଣ ଓ ପାର୍ଶ୍ୱବର୍ତ୍ତୀ କୋଠରୀଗୁଡ଼ିକର ଯତ୍ନ ନେଉଥିଲେ। ସମସ୍ତ ପବିତ୍ର ସାମଗ୍ରୀକୁ ଶୁଚି କରିବା ସେମାନଙ୍କର କାର୍ଯ୍ୟ ଥିଲା। ପରମେଶ୍ୱରଙ୍କ ମନ୍ଦିରର ସେବା କରିବା କାର୍ଯ୍ୟ ସେମାନଙ୍କର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ସଦାପ୍ରଭୁଙ୍କ ଗୃହର ସେବାର୍ଥେ ପ୍ରାଙ୍ଗଣରେ ଓ କୋଠରିରେ ଓ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟାର୍ଥକ ସମସ୍ତ ପବିତ୍ର ବସ୍ତୁ ଶୁଚି କରିବାରେ ହାରୋଣ-ସନ୍ତାନମାନଙ୍କ ସେବା କରିବାର ଲେବୀୟମାନଙ୍କର କାର୍ଯ୍ୟ ଥିଲା;
Odia IRV 2017 (ଓଡିଆ ବାଇବେଲ)
କାରଣ, ସଦାପ୍ରଭୁଙ୍କ ଗୃହର ସେବାର୍ଥେ ପ୍ରାଙ୍ଗଣରେ ଓ କୋଠରିରେ ଓ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟାର୍ଥକ ସମସ୍ତ ପବିତ୍ର ବସ୍ତୁ ଶୁଚି କରିବାରେ ହାରୋଣ-ସନ୍ତାନମାନଙ୍କ ସେବା କରିବାର ଲେବୀୟମାନଙ୍କର କାର୍ଯ୍ୟ ଥିଲା;