1 Chronicles 23:3 — Compare Translations
5 translations compared side by side
Odia - 1840
"ଯେଉଁ ଲବେୀୟମାନେ 30 ବର୍ଷ ବଯସ୍କ ଓ ତଦୁଦ୍ଧର୍ବ ଥିଲେ, ଦାଉଦ ସମାନଙ୍କେୁ ଗଣନା କଲେ। ସମୁଦାଯ 38,000 ଲବେୀୟ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ତିରିଶ ବର୍ଷ ଓ ତହିଁରୁ ଊର୍ଦ୍ଧ୍ଵବୟସ୍କ ଲେବୀୟମାନେ ଗଣିତ ହେଲେ; ତହିଁରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣତିରେ ସେମାନେ ଅଠତିରିଶ ହଜାର ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲେବୀୟମାନେ 30 ବର୍ଷ ବୟସ୍କ ଓ ତତୁର୍ଦ୍ଧ୍ୱ ଥିଲେ, ଦାଉଦ ସେମାନଙ୍କୁ ଗଣନା କଲେ। ସମୁଦାୟ 38,000 ଲେବୀୟ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ତିରିଶ ବର୍ଷ ଓ ତହିଁରୁ ଊର୍ଦ୍ଧ୍ୱ ବୟସ୍କ ଲେବୀୟମାନେ ଗଣିତ ହେଲେ; ତହିଁରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣତିରେ ସେମାନେ ଅଠତିରିଶି ହଜାର ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ତିରିଶ ବର୍ଷ ଓ ତହିଁରୁ ଊର୍ଦ୍ଧ୍ୱ ବୟସ୍କ ଲେବୀୟମାନେ ଗଣିତ ହେଲେ; ତହିଁରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣତିରେ ସେମାନେ ଅଠତିରିଶ ହଜାର ହେଲେ।