1 Chronicles 23:30 — Compare Translations
5 translations compared side by side
Odia - 1840
"ଲବେୀୟମାନେ ପ୍ରତି ପ୍ରଭାତ ରେ ଛିଡ଼ା ହେଉଥିଲେ ଓ ସଦାପ୍ରଭୁଙ୍କର ପ୍ରଶଂସାଗାନ କରୁଥିଲେ। ସମାନେେ ପ୍ରତିଦିନ ସନ୍ଧ୍ଯା ରେ ମଧ୍ଯ ଏହିପରି କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପ୍ରତି ପ୍ରଭାତରେ ଓ ସନ୍ଧ୍ୟାରେ ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ ଠିଆ ହେବାର;
Odia Bible ERV 2004 (ପବିତ୍ର ବାଇବଲ)
ଲେବୀୟମାନେ ପ୍ରତି ପ୍ରଭାତରେ ଛିଡ଼ା ହେଉଥିଲେ ଓ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରୁଥିଲେ। ସେମାନେ ପ୍ରତିଦିନ ସନ୍ଧ୍ୟାରେ ମଧ୍ୟ ଏହିପରି କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରତି ପ୍ରଭାତରେ ଓ ସନ୍ଧ୍ୟାରେ ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ ଠିଆ ହେବାର;
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରତି ପ୍ରଭାତରେ ଓ ସନ୍ଧ୍ୟାରେ ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ ଠିଆ ହେବାର;