1 Chronicles 23:31 — Compare Translations
5 translations compared side by side
Odia - 1840
"ବିଶଷେ ବିଶ୍ରାମବାର, ଅମାବାସ୍ଯାର ଉତ୍ସବ ଓ ସମସ୍ତ ବିଶଷେ ରୋଟୀମାନଙ୍କ ରେ ଲବେୀୟମାନେ ସବୁପ୍ରକାର ହାମବେଳି ପ୍ରସ୍ତୁତ କରୁଥିଲେ। ସମାନେେ ସଦାପ୍ରଭୁଙ୍କ ସମ୍ମୁଖ ରେ ପ୍ରତିଦିନ ସବୋକର୍ୟ୍ଯ କରୁଥିଲେ। ପ୍ରତିଥର କେତଜେଣ ଲବେୀୟ ସବୋକର୍ୟ୍ଯ କରିବେ, ଏଥି ନିମନ୍ତେ ବିଶଷେ ନିଯମମାନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ନିତ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ବିଶ୍ରାମବାରରେ ଓ ଅମାବାସ୍ୟାରେ ଓ ନିରୂପିତ ପର୍ବସବୁରେ ସେସମ୍ଵନ୍ଧୀୟ ବିଧିମତେ ସଂଖ୍ୟାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମସ୍ତ ହୋମବଳି ଉତ୍ସର୍ଗ କରିବା, ସେମାନଙ୍କର କାର୍ଯ୍ୟ ଥିଲା;
Odia Bible ERV 2004 (ପବିତ୍ର ବାଇବଲ)
ବିଶେଷ ବିଶ୍ରାମବାର, ଅମାବାସ୍ୟାର ଉତ୍ସବ ଓ ସମସ୍ତ ବିଶେଷ ରୋଟୀମାନଙ୍କରେ ଲେବୀୟମାନେ ସବୁପ୍ରକାର ହୋମବଳି ପ୍ରସ୍ତୁତ କରୁଥିଲେ। ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରତିଦିନ ସେବାକାର୍ଯ୍ୟ କରୁଥିଲେ। ପ୍ରତିଥର କେତେଜଣ ଲେବୀୟ ସେବାକାର୍ଯ୍ୟ କରିବେ, ଏଥିନିମନ୍ତେ ବିଶେଷ ନିୟମମାନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ନିତ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ବିଶ୍ରାମବାରରେ ଓ ଅମାବାସ୍ୟାରେ ଓ ନିରୂପିତ ପର୍ବସବୁରେ ସେସମ୍ବନ୍ଧୀୟ ବିଧିମତେ ସଂଖ୍ୟାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମସ୍ତ ହୋମବଳି ଉତ୍ସର୍ଗ କରିବା, ସେମାନଙ୍କର କାର୍ଯ୍ୟ ଥିଲା;
Odia IRV 2017 (ଓଡିଆ ବାଇବେଲ)
ଆଉ ନିତ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ବିଶ୍ରାମବାରରେ ଓ ଅମାବାସ୍ୟାରେ ଓ ନିରୂପିତ ପର୍ବସବୁରେ ସେସମ୍ବନ୍ଧୀୟ ବିଧିମତେ ସଂଖ୍ୟାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମସ୍ତ ହୋମବଳି ଉତ୍ସର୍ଗ କରିବା, ସେମାନଙ୍କର କାର୍ଯ୍ୟ ଥିଲା;