1 Chronicles 23:32 — Compare Translations

5 translations compared side by side

Odia - 1840
"ତେଣୁ ଲବେୀୟମାନେ ଯେଉଁ କାର୍ୟ୍ଯ କରିବା ଉଚିତ୍, ସମାନେେ ସହେିସବୁ କାର୍ୟ୍ଯ କରୁଥିଲେ। ସମାନେେ ପବିତ୍ର ତମ୍ବୁର ଯତ୍ନ ନେଉଥିଲେ। ସମାନେେ ପବିତ୍ର ସ୍ଥାନର ଯତ୍ନ ନେଉଥିଲେ। ଆଉ, ସମାନେେ ସମାନଙ୍କେର ଆତ୍ମୀଯ (ଯାଜକମାନେ) ହାରୋଣଙ୍କ ବଂଶଧରମାନଙ୍କୁ ସାହାୟ୍ଯ କରୁଥିଲେ। ସଦାପ୍ରଭୁଙ୍କ ମନ୍ଦିରର ସବୋକାର୍ୟ୍ଯ କରିବା ସହିତ ଲବେୀୟମାନେ ଯାଜକମାନଙ୍କୁ ସାହାୟ୍ଯ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସେମାନେ ସମାଗମ-ତମ୍ଵୁର ରକ୍ଷଣୀୟ ଓ ପବିତ୍ର-ସ୍ଥାନର ରକ୍ଷଣୀୟ ଓ ସଦାପ୍ରଭୁଙ୍କ ଗୃହର ସେବାକର୍ମ ନିମନ୍ତେ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣର ରକ୍ଷଣୀୟ ରକ୍ଷା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଲେବୀୟମାନେ ଯେଉଁ କାର୍ଯ୍ୟ କରିବା ଉଚିତ୍, ସେମାନେ ସେହିସବୁ କାର୍ଯ୍ୟ କରୁଥିଲେ। ସେମାନେ ପବିତ୍ର ତମ୍ବୁର ଯତ୍ନ ନେଉଥିଲେ। ସେମାନେ ପବିତ୍ର ସ୍ଥାନର ଯତ୍ନ ନେଉଥିଲେ। ଆଉ, ସେମାନେ ସେମାନଙ୍କର ଆତ୍ମୀୟ (ଯାଜକମାନେ) ହାରୋଣଙ୍କ ବଂଶଧରମାନଙ୍କୁ ସାହାଯ୍ୟ କରୁଥିଲେ। ସଦାପ୍ରଭୁଙ୍କ ମନ୍ଦିରର ସେବାକାର୍ଯ୍ୟ କରିବା ସହିତ ଲେବୀୟମାନେ ଯାଜକମାନଙ୍କୁ ସାହାଯ୍ୟ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ସେମାନେ ସମାଗମ-ତମ୍ବୁର ରକ୍ଷଣୀୟ ଓ ପବିତ୍ର ସ୍ଥାନର ରକ୍ଷଣୀୟ ଓ ସଦାପ୍ରଭୁଙ୍କ ଗୃହର ସେବାକର୍ମ ନିମନ୍ତେ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣର ରକ୍ଷଣୀୟ ରକ୍ଷା କରିବେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ସେମାନେ ସମାଗମ-ତମ୍ବୁର ରକ୍ଷଣୀୟ ଓ ପବିତ୍ର ସ୍ଥାନର ରକ୍ଷଣୀୟ ଓ ସଦାପ୍ରଭୁଙ୍କ ଗୃହର ସେବାକର୍ମ ନିମନ୍ତେ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣର ରକ୍ଷଣୀୟ ରକ୍ଷା କରିବେ।