1 Chronicles 23:4 — Compare Translations

5 translations compared side by side

Odia - 1840
"ଦାଉଦ କହିଲେ, 24,000 ଲବେୀୟ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାର୍ୟ୍ଯ ତଦାରଖ କରିବେ। 6,000 ଲବେୀୟ ପୋଲିସ୍ ଓ ବିଚାରକର୍ତ୍ତା ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ମଧ୍ୟରୁ ଚବିଶ ହଜାର ଲୋକ ସଦାପ୍ରଭୁଙ୍କ ଗୃହର କାର୍ଯ୍ୟ ଚଳାଇବା ପାଇଁ ନିଯୁକ୍ତ ଥିଲେ; ଆଉ ଛଅ ହଜାର ଲୋକ କାର୍ଯ୍ୟଶାସକ ଓ ବିଚାରକର୍ତ୍ତା ଥିଲେ;
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ କହିଲେ, “24,000 ଲେବୀୟ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାର୍ଯ୍ୟ ତଦାରଖ କରିବେ। 6000 ଲେବୀୟ ପୋଲିସ୍ ଓ ବିଗ୍ଭରକର୍ତ୍ତା ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ମଧ୍ୟରୁ ଚବିଶ ହଜାର ଲୋକ ସଦାପ୍ରଭୁଙ୍କ ଗୃହର କାର୍ଯ୍ୟ ଚଳାଇବା ପାଇଁ ନିଯୁକ୍ତ ଥିଲେ; ଆଉ ଛଅ ହଜାର ଲୋକ କାର୍ଯ୍ୟଶାସକ ଓ ବିଚାରକର୍ତ୍ତା ଥିଲେ;
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ମଧ୍ୟରୁ ଚବିଶ ହଜାର ଲୋକ ସଦାପ୍ରଭୁଙ୍କ ଗୃହର କାର୍ଯ୍ୟ ଚଳାଇବା ପାଇଁ ନିଯୁକ୍ତ ଥିଲେ; ଆଉ ଛଅ ହଜାର ଲୋକ କାର୍ଯ୍ୟଶାସକ ଓ ବିଚାରକର୍ତ୍ତା ଥିଲେ;