1 Chronicles 23:5 — Compare Translations

5 translations compared side by side

Odia - 1840
"4,000 ଲବେୀୟ ଦ୍ବାରପାଳ ହବେେ ଏବଂ 4,000 ଲବେୀୟ ବାଦ୍ଯକାର ହବେେ। ମୁଁ ସମାନଙ୍କେ ନିମନ୍ତେ ବିଶଷେ ବାଦ୍ଯୟନ୍ତ୍ରସବୁ ନିର୍ମାଣ କରିଅଛି। ସମାନେେ ସଦାପ୍ରଭୁଙ୍କର ପ୍ରଶଂସା କରିବା ନିମନ୍ତେ ସହେି ବାଦ୍ଯୟନ୍ତ୍ରଗୁଡ଼ିକୁ ବ୍ଯବହାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଚାରି ହଜାର ଲୋକ ଦ୍ଵାରପାଳ ଥିଲେ; ଆଉ ପ୍ରଶଂସାର୍ଥେ ମୁଁ ଯେଉଁ ବାଦ୍ୟଯନ୍ତ୍ରସବୁ ନିର୍ମାଣ କଲି ବୋଲି ଦାଉଦ କହିଲେ, ତଦ୍ଦ୍ଵାରା ଚାରି ହଜାର ଲୋକ ସଦାପ୍ରଭୁଙ୍କର ପ୍ରଶଂସା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
4000 ଲେବୀୟ ଦ୍ୱାରପାଳ ହେବେ ଏବଂ 4000 ଲେବୀୟ ବାଦ୍ୟକାର ହେବେ। ମୁଁ ସେମାନଙ୍କ ନିମନ୍ତେ ବିଶେଷ ବାଦ୍ୟଯନ୍ତ୍ରସବୁ ନିର୍ମାଣ କରିଅଛି। ସେମାନେ ସଦାପ୍ରଭୁଙ୍କର ପ୍ରଶଂସା କରିବା ନିମନ୍ତେ ସେହି ବାଦ୍ୟଯନ୍ତ୍ରଗୁଡ଼ିକୁ ବ୍ୟବହାର କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଚାରି ହଜାର ଲୋକ ଦ୍ୱାରପାଳ ଥିଲେ; ଆଉ ପ୍ରଶଂସାର୍ଥେ ମୁଁ ଯେଉଁ ବାଦ୍ୟଯନ୍ତ୍ରସବୁ ନିର୍ମାଣ କଲି ବୋଲି ଦାଉଦ କହିଲେ, ତଦ୍ଦ୍ୱାରା ଚାରି ହଜାର ଲୋକ ସଦାପ୍ରଭୁଙ୍କର ପ୍ରଶଂସା କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଚାରି ହଜାର ଲୋକ ଦ୍ୱାରପାଳ ଥିଲେ; ଆଉ ପ୍ରଶଂସାର୍ଥେ ମୁଁ ଯେଉଁ ବାଦ୍ୟଯନ୍ତ୍ରସବୁ ନିର୍ମାଣ କଲି ବୋଲି ଦାଉଦ କହିଲେ, ତଦ୍ଦ୍ୱାରା ଚାରି ହଜାର ଲୋକ ସଦାପ୍ରଭୁଙ୍କର ପ୍ରଶଂସା କଲେ।