1 Chronicles 23:6 — Compare Translations
5 translations compared side by side
Odia - 1840
"ଦାଉଦ ଲବେୀୟମାନଙ୍କୁ ତିନି ଗୋଟି ଦଳ ରେ ବିଭକ୍ତ କଲେ। ସମାନେେ ଲବେୀୟ ତିନିପୁତ୍ର ଗେର୍ଶୋନ, କହାତ୍ ଓ ମରାରିଙ୍କ ପରିବାରବର୍ଗର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦାଉଦ ସେମାନଙ୍କୁ ଲେବୀର ପୁତ୍ରମାନଙ୍କ (ବଂଶ) ଅନୁସାରେ ନାନା ପାଳିରେ ବିଭକ୍ତ କଲେ; ଗେର୍ଶୋନ୍, କହାତ୍ ଓ ମରାରି ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଲେବୀୟମାନଙ୍କୁ ତିନି ଗୋଟି ଦଳରେ ବିଭକ୍ତ କଲେ। ସେମାନେ ଲେବୀୟଙ୍କ ତିନିପୁତ୍ର ଗେର୍ଶୋନ, କହାତ୍ ଓ ମରାରିଙ୍କ ପରିବାରବର୍ଗର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦାଉଦ ସେମାନଙ୍କୁ ଲେବୀର ପୁତ୍ରମାନଙ୍କ (ବଂଶ) ଅନୁସାରେ ନାନା ପାଳିରେ ବିଭକ୍ତ କଲେ; ଗେର୍ଶୋନ, କହାତ ଓ ମରାରି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦାଉଦ ସେମାନଙ୍କୁ ଲେବୀର ପୁତ୍ରମାନଙ୍କ (ବଂଶ) ଅନୁସାରେ ନାନା ପାଳିରେ ବିଭକ୍ତ କଲେ; ଗେର୍ଶୋନ, କହାତ ଓ ମରାରି।