1 Chronicles 23:8 — Compare Translations

5 translations compared side by side

Odia - 1840
"ଲାଦନଙ୍କର ତିନିପୁତ୍ର ଥିଲେ। ତାଙ୍କର ଜେଷ୍ଠପୁତ୍ର ଥିଲେ ୟିହୀଯଲେ। ତାଙ୍କର ଅନ୍ୟ ପୁତ୍ରମାନେ ଥିଲେ, ୟିହୀଯଲେ, ସେଥମ୍ ଓ ଯାୟେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲାଦନ୍ର ପୁତ୍ର; ପ୍ରଧାନ ଯିହୀୟେଲ, ତାହା ଉତ୍ତାରେ ସେଥମ୍ ଓ ଯୋୟେଲ, ତିନି ଜଣ ।
Odia Bible ERV 2004 (ପବିତ୍ର ବାଇବଲ)
ଲାଦନଙ୍କର ତିନିପୁତ୍ର ଥିଲେ। ତାଙ୍କର ଜ୍ୟେଷ୍ଠପୁତ୍ର ଥିଲେ ଯିହୀୟେଲ। ତାଙ୍କର ଅନ୍ୟ ପୁତ୍ରମାନେ ଥିଲେ, ଯିହୀୟେଲ, ସେଥମ୍ ଓ ଯୋୟେଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲାଦନ୍‍ର ପୁତ୍ର; ପ୍ରଧାନ ଯିହୀୟେଲ, ତାହା ଉତ୍ତାରେ ସେଥମ୍‍ ଓ ଯୋୟେଲ, ତିନି ଜଣ।
Odia IRV 2017 (ଓଡିଆ ବାଇବେଲ)
ଲାଦନ୍‍ର ପୁତ୍ର; ପ୍ରଧାନ ଯିହୀୟେଲ, ତାହା ଉତ୍ତାରେ ସେଥମ୍‍ ଓ ଯୋୟେଲ, ତିନି ଜଣ।