1 Chronicles 23:9 — Compare Translations

5 translations compared side by side

Odia - 1840
"ଶିମିଯିଙ୍କ ପୁତ୍ରମାନେ ଥିଲେ ଶଲୋମୀତ୍, ହସୀଯଲେ ଓ ହାରୋଣ। ଏହି ତିନିପୁତ୍ର ଲାଦନଙ୍କ ପରିବାରର ମୁଖ୍ଯ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶିମୀୟିର ପୁତ୍ର; ଶଲୋମୀତ୍ ଓ ହସୀୟେଲ୍ ଓ ହାରୋଣ; ତିନି ଜଣ । ଏମାନେ ଲାଦନ୍ର ପିତୃବଂଶପ୍ରଧାନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶିମିୟିଙ୍କ ପୁତ୍ରମାନେ ଥିଲେ ଶଲୋମୀତ୍, ହସୀୟେଲ ଓ ହାରୋଣ। ଏହି ତିନିପୁତ୍ର ଲାଦନଙ୍କ ପରିବାରର ମୁଖ୍ୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶିମୀୟିର ପୁତ୍ର; ଶଲୋମୀତ୍‍ ଓ ହସୀୟେଲ୍‍ ଓ ହାରଣ; ତିନି ଜଣ। ଏମାନେ ଲାଦନ୍‍ଙ୍କ ପିତୃବଂଶର ପ୍ରଧାନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଶିମୀୟିର ପୁତ୍ର; ଶଲୋମୀତ୍‍ ଓ ହସୀୟେଲ୍‍ ଓ ହାରଣ; ତିନି ଜଣ। ଏମାନେ ଲାଦନ୍‍ଙ୍କ ପିତୃବଂଶର ପ୍ରଧାନ ଥିଲେ।