1 Chronicles 24:1 — Compare Translations

5 translations compared side by side

Odia - 1840
"ହାରୋଣଙ୍କ ପୁତ୍ରମାନଙ୍କର ଦଳ ଏହି ପ୍ରକାର ଥିଲା: ହାରୋଣଙ୍କ ପୁତ୍ରମାନେ ଥିଲେ ନାଦବ୍, ଅବୀହୂ, ଇଲିଯାସର ଓ ଈଥାମର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାରୋଣ-ସନ୍ତାନଗଣର ପାଳିର ବୃତ୍ତାନ୍ତ । ହାରୋଣଙ୍କର ପୁତ୍ର ନାଦବ୍ ଓ ଅବୀହୂ ଓ ଇଲୀୟାସର ଓ ଈଥାମର ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକମାନଙ୍କର ଦଳ ହାରୋଣଙ୍କ ପୁତ୍ରମାନଙ୍କର ଦଳ ଏହି ପ୍ରକାର ଥିଲା: ହାରୋଣଙ୍କ ପୁତ୍ରମାନେ ଥିଲେ ନାଦବ୍, ଅବୀହୂ, ଇଲିୟାସର ଓ ଈଥାମର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାରୋଣ-ସନ୍ତାନଗଣର ପାଳିର ବୃତ୍ତାନ୍ତ। ହାରୋଣଙ୍କର ପୁତ୍ର ନାଦବ୍‍, ଅବୀହୂ, ଇଲୀୟାସର ଓ ଈଥାମର।
Odia IRV 2017 (ଓଡିଆ ବାଇବେଲ)
ହାରୋଣ-ସନ୍ତାନଗଣର ପାଳିର ବୃତ୍ତାନ୍ତ। ହାରୋଣଙ୍କର ପୁତ୍ର ନାଦବ୍‍, ଅବୀହୂ, ଇଲୀୟାସର ଓ ଈଥାମର।