1 Chronicles 24:16 — Compare Translations

5 translations compared side by side

Odia - 1840
"ଊନବିଂଶ ଦଳ ଥିଲା ପଥାହିଯଙ୍କ ଦଳ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଊନବିଂଶ ପଥାହୀୟ ପାଇଁ, ବିଂଶ ଯିହିଷ୍କେଲ ପାଇଁ;
Odia Bible ERV 2004 (ପବିତ୍ର ବାଇବଲ)
ଊନବିଂଶ ଦଳ ଥିଲା ପଥାହିୟଙ୍କ ଦଳ। ବିଂଶ ଦଳ ଥିଲା ଯିହିଷ୍କେଲଙ୍କ ଦଳ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଊନବିଂଶ ପଥାହୀୟ ପାଇଁ, ବିଂଶ ଯିହିଷ୍କେଲ ପାଇଁ;
Odia IRV 2017 (ଓଡିଆ ବାଇବେଲ)
ଊନବିଂଶ ପଥାହୀୟ ପାଇଁ, ବିଂଶ ଯିହିଷ୍କେଲ ପାଇଁ;