1 Chronicles 24:18 — Compare Translations
5 translations compared side by side
Odia - 1840
"ତ୍ରଯୋବିଂଶ ଦଳ ଥିଲା ଦଲାଯଙ୍କ ଦଳ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତ୍ରୟୋବିଂଶ ଦଲାୟ ପାଇଁ, ଚତୁର୍ବିଂଶ ମାସୀୟ ପାଇଁ ଉଠିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତ୍ରୟୋବିଂଶ ଦଳ ଥିଲା ଦଲାୟଙ୍କ ଦଳ। ଚତୁର୍ବିଂଶ ଦଳ ଥିଲା ମାସିୟଙ୍କ ଦଳ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତ୍ରୟୋବିଂଶ ଦଲୟିୟ ପାଇଁ, ଚତୁର୍ବିଂଶ ମାସୀୟ ପାଇଁ ଉଠିଲା।
Odia IRV 2017 (ଓଡିଆ ବାଇବେଲ)
ତ୍ରୟୋବିଂଶ ଦଲୟିୟ ପାଇଁ, ଚତୁର୍ବିଂଶ ମାସୀୟ ପାଇଁ ଉଠିଲା।