1 Chronicles 24:19 — Compare Translations

5 translations compared side by side

Odia - 1840
"ମନ୍ଦିର ରେ ସବୋକାର୍ୟ୍ଯ କରିବା ନିମନ୍ତେ ଏହି ଦଳଗୁଡ଼ିକ ମନୋନୀତ ହାଇେଥିଲେ। ମନ୍ଦିରର ସବୋକାର୍ୟ୍ଯ ପାଇଁ ହାରୋଣଙ୍କ ଦତ୍ତ ନିଯମର ସମାନେେ ବାଧ୍ଯ ହେଲେ। ଇଶ୍ରାୟେଲର ସଦାପ୍ରଭୁ ପରମେଶ୍ବର ହାରୋଣଙ୍କୁ ଏହି ନିଯମଗୁଡ଼ିକ ପ୍ରଦାନ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଆଜ୍ଞାନୁସାରେ ସେମାନଙ୍କ ପିତା ହାରୋଣଙ୍କ ଦ୍ଵାରା ସେମାନଙ୍କ ପାଇଁ ନିରୂପିତ ବିଧି ଅନୁଯାୟୀ ସଦାପ୍ରଭୁଙ୍କ ଗୃହରେ ଉପସ୍ଥିତ ହେବା ବିଷୟରେ ସେମାନଙ୍କ ସେବାକର୍ମ ନିମନ୍ତେ ଏହି ଶ୍ରେଣୀ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦିରରେ ସେବାକାର୍ଯ୍ୟ କରିବା ନିମନ୍ତେ ଏହି ଦଳଗୁଡ଼ିକ ମନୋନୀତ ହୋଇଥିଲେ। ମନ୍ଦିରର ସେବାକାର୍ଯ୍ୟ ପାଇଁ ହାରୋଣଙ୍କ ଦତ୍ତ ନିୟମର ସେମାନେ ବାଧ୍ୟ ହେଲେ। ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱର ହାରୋଣଙ୍କୁ ଏହି ନିୟମଗୁଡ଼ିକ ପ୍ରଦାନ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେମାନଙ୍କ ପିତା ହାରୋଣଙ୍କ ଦ୍ୱାରା ସେମାନଙ୍କ ପାଇଁ ନିରୂପିତ ବିଧି ଅନୁଯାୟୀ ସଦାପ୍ରଭୁଙ୍କ ଗୃହରେ ଉପସ୍ଥିତ ହେବା ବିଷୟରେ ସେମାନଙ୍କ ସେବାକର୍ମ ନିମନ୍ତେ ଏହି ଶ୍ରେଣୀ ହେଲା।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଆଜ୍ଞାନୁସାରେ ସେମାନଙ୍କ ପିତା ହାରୋଣଙ୍କ ଦ୍ୱାରା ସେମାନଙ୍କ ପାଇଁ ନିରୂପିତ ବିଧି ଅନୁଯାୟୀ ସଦାପ୍ରଭୁଙ୍କ ଗୃହରେ ଉପସ୍ଥିତ ହେବା ବିଷୟରେ ସେମାନଙ୍କ ସେବାକର୍ମ ନିମନ୍ତେ ଏହି ଶ୍ରେଣୀ ହେଲା।