1 Chronicles 24:2 — Compare Translations
5 translations compared side by side
Odia - 1840
"କିନ୍ତୁ ନାଦବ୍, ଅବୀହୂ ସମାନଙ୍କେ ପିତାଙ୍କ ମୃତ୍ଯୁ ପୂର୍ବରୁ ମରଣ ଲଭିଥିଲେ। ଆଉ ନାଦବ୍ ଓ ଅବୀହୂଙ୍କର କୌଣସି ପୁତ୍ର ସନ୍ତାନ ନ ଥିଲେ। ତେଣୁ ଇଲିଯାସର ଓ ଈଥାମର ଯାଜକରୂପେ ସବୋକାର୍ୟ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ନାଦବ୍ ଓ ଅବୀହୂ ଆପଣାମାନଙ୍କ ପିତାଙ୍କ ଆଗେ ମଲେ ଓ ସେମାନଙ୍କର ସନ୍ତାନ ନ ଥିଲା; ଏହେତୁ ଇଲୀୟାସର ଓ ଈଥାମର ଯାଜକର କାର୍ଯ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ନାଦବ୍ ଓ ଅବୀହୂ ସେମାନଙ୍କ ପିତାଙ୍କ ମୃତ୍ୟୁ ପୂର୍ବରୁ ମରଣ ଲଭିଥିଲେ। ଆଉ ନାଦବ୍ ଓ ଅବୀହୂଙ୍କର କୌଣସି ପୁତ୍ର ସନ୍ତାନ ନ ଥିଲେ। ତେଣୁ ଇଲିୟାସର ଓ ଈଥାମର ଯାଜକରୂପେ ସେବାକାର୍ଯ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ନାଦବ୍, ଅବୀହୂ ଆପଣାମାନଙ୍କ ପିତାଙ୍କ ଆଗେ ମଲେ ଓ ସେମାନଙ୍କର ସନ୍ତାନ ନ ଥିଲା; ଏହେତୁ ଇଲୀୟାସର ଓ ଈଥାମର ଯାଜକର କାର୍ଯ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ନାଦବ୍, ଅବୀହୂ ଆପଣାମାନଙ୍କ ପିତାଙ୍କ ଆଗେ ମଲେ ଓ ସେମାନଙ୍କର ସନ୍ତାନ ନ ଥିଲା; ଏହେତୁ ଇଲୀୟାସର ଓ ଈଥାମର ଯାଜକର କାର୍ଯ୍ୟ କଲେ।