1 Chronicles 24:20 — Compare Translations
5 translations compared side by side
Odia - 1840
"ଲବେୀଙ୍କ ଅବଶିଷ୍ଟ ବଂଶଧରଙ୍କ ନାମ ଏହା ଥିଲା: ଅମ୍ରାମଙ୍କ ବଂଶଧରମାନଙ୍କ ମଧ୍ଯରୁ: ଶୂଯଲେ ଶବୂଯଲଙ୍କେ ବଂଶଧରମାନଙ୍କ ମଧ୍ଯରୁ: ଯହଦେିଯ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲେବୀର ଅବଶିଷ୍ଟ ସନ୍ତାନମାନଙ୍କ କଥା । ଅମ୍ରାମ୍ର ସନ୍ତାନମାନଙ୍କ ମଧ୍ୟରେ ଶୂୟେଲ; ଶବୂୟେଲର ସନ୍ତାନମାନଙ୍କ ମଧ୍ୟରେ ଯେହଦୀୟ ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ଲେବୀୟଗଣ ଲେବୀଙ୍କ ଅବଶିଷ୍ଟ ବଂଶଧରଙ୍କ ନାମ ଏହା ଥିଲା: ଅମ୍ରାମଙ୍କ ବଂଶଧରମାନଙ୍କ ମଧ୍ୟରୁ: ଶୂୟେଲ, ଶବୂୟେଲଙ୍କ ବଂଶଧରମାନଙ୍କ ମଧ୍ୟରୁ: ଯେହଦିୟ
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲେବୀର ଅବଶିଷ୍ଟ ସନ୍ତାନମାନଙ୍କ କଥା। ଅମ୍ରାମ୍ର ସନ୍ତାନମାନଙ୍କ ମଧ୍ୟରେ ଶୂୟେଲ; ଶବୂୟେଲର ସନ୍ତାନମାନଙ୍କ ମଧ୍ୟରେ ଯେହଦୀୟ।
Odia IRV 2017 (ଓଡିଆ ବାଇବେଲ)
ଲେବୀର ଅବଶିଷ୍ଟ ସନ୍ତାନମାନଙ୍କ କଥା। ଅମ୍ରାମ୍ର ସନ୍ତାନମାନଙ୍କ ମଧ୍ୟରେ ଶୂୟେଲ; ଶବୂୟେଲର ସନ୍ତାନମାନଙ୍କ ମଧ୍ୟରେ ଯେହଦୀୟ।