1 Chronicles 24:22 — Compare Translations
5 translations compared side by side
Odia - 1840
"ୟିଶହରିଯ ପରିବାରବର୍ଗ ଶ ଲୋମୀତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିଶ୍ହରୀୟମାନଙ୍କ ମଧ୍ୟରେ ଶଲୋମୀତ୍; ଶଲୋମୀତ୍ର ପୁତ୍ରମାନଙ୍କ ମଧ୍ୟରେ ଯହତ୍ ।
Odia Bible ERV 2004 (ପବିତ୍ର ବାଇବଲ)
ଯିଶ୍ହରିୟ ପରିବାରବର୍ଗ ଶଲୋମୀତ୍। ଶଲୋମୀତ୍ ପରିବାରରୁ: ଯହତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିଷ୍ହରୀୟମାନଙ୍କ ମଧ୍ୟରେ ଶଲୋମୀତ୍; ଶଲୋମୀତ୍ର ପୁତ୍ରମାନଙ୍କ ମଧ୍ୟରେ ଯହତ୍।
Odia IRV 2017 (ଓଡିଆ ବାଇବେଲ)
ଯିଷ୍ହରୀୟମାନଙ୍କ ମଧ୍ୟରେ ଶଲୋମୀତ୍; ଶଲୋମୀତ୍ର ପୁତ୍ରମାନଙ୍କ ମଧ୍ୟରେ ଯହତ୍।