1 Chronicles 24:23 — Compare Translations
5 translations compared side by side
Odia - 1840
"ହିବ୍ରୋଣଙ୍କ ଜେଷ୍ଠପୁତ୍ର ଥିଲେ ୟିରିଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହିବ୍ରୋଣର ପୁତ୍ର ଯିରିୟ ପ୍ରଥମ, ଦ୍ଵିତୀୟ ଅମରୀୟ, ତୃତୀୟ ଯହସୀୟେଲ, ଚତୁର୍ଥ ଯିକ୍ମୀୟାମ୍ ।
Odia Bible ERV 2004 (ପବିତ୍ର ବାଇବଲ)
ହିବ୍ରୋଣଙ୍କ ଜ୍ୟେଷ୍ଠପୁତ୍ର ଥିଲେ ଯିରିୟ। ଅମରିୟ ତାଙ୍କର ଦ୍ୱିତୀୟ ପୁତ୍ର ଥିଲେ। ଯହସୀୟେଲ ତାଙ୍କର ତୃତୀୟ ପୁତ୍ର ଥିଲେ। ଓ ଯିକ୍ମିୟାମ୍ ତାଙ୍କର ଚତୁର୍ଥ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହିବ୍ରୋଣର ପୁତ୍ର ଯିରୀୟ ପ୍ରଥମ, ଦ୍ୱିତୀୟ ଅମରୀୟ, ତୃତୀୟ ଯହସୀୟେଲ, ଚତୁର୍ଥ ଯିକ୍ମୀୟାମ୍।
Odia IRV 2017 (ଓଡିଆ ବାଇବେଲ)
ହିବ୍ରୋଣର ପୁତ୍ର ଯିରୀୟ ପ୍ରଥମ, ଦ୍ୱିତୀୟ ଅମରୀୟ, ତୃତୀୟ ଯହସୀୟେଲ, ଚତୁର୍ଥ ଯିକ୍ମୀୟାମ୍।