1 Chronicles 24:27 — Compare Translations
5 translations compared side by side
Odia - 1840
"ମରାରିଙ୍କ ପୁତ୍ର ୟାସିଯଙ୍କ ପୁତ୍ରମାନେ ଥିଲେ: ବିନୋ, ଶୋହମ୍, ସକୂର ଓ ଇବ୍ରି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମରାରିର ସନ୍ତାନଗଣ; ଯାସୀୟର ପୁତ୍ର ବିନୋ ଓ ଶୋହମ୍ ଓ ସକ୍କୁର୍ ଓ ଇବ୍ରି ।
Odia Bible ERV 2004 (ପବିତ୍ର ବାଇବଲ)
ମରାରିଙ୍କ ପୁତ୍ର ଯାସିୟଙ୍କ ପୁତ୍ରମାନେ ଥିଲେ: ବିନୋ, ଶୋହମ୍, ସକୂର ଓ ଇବ୍ରି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମରାରିର ସନ୍ତାନଗଣ ଯାସୀୟର ପୁତ୍ର ବିନୋ, ଶୋହମ୍, ସକ୍କୁର ଓ ଇବ୍ରି।
Odia IRV 2017 (ଓଡିଆ ବାଇବେଲ)
ମରାରିର ସନ୍ତାନଗଣ ଯାସୀୟର ପୁତ୍ର ବିନୋ, ଶୋହମ୍, ସକ୍କୁର ଓ ଇବ୍ରି।