1 Chronicles 24:3 — Compare Translations

5 translations compared side by side

Odia - 1840
"ଦାଉଦ ଇଲିଯାସରଙ୍କ ପରିବାରବର୍ଗ ଓ ଈଥାମରଙ୍କ ବଂଶକୁ ଦୁଇଟି ଭିନ୍ନ ଦଳ ରେ ବିଭକ୍ତ କରିଥିଲେ। ସହେି ଦଳମାନେ ସମାନଙ୍କେୁ ଦତ୍ତ କାର୍ୟ୍ଯ ଯେପରି ସୂଚାରୁରୂପେ କରିପାରନ୍ତି, ସେଥିନିମନ୍ତେ ଦାଉଦ ଏହିପରି କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦାଉଦ ଓ ଇଲୀୟାସରର ସନ୍ତାନ ସାଦୋକ୍ ଓ ଈଥାମରର ସନ୍ତାନ ଅହୀମେଲକ୍, ଯାଜକମାନଙ୍କୁ ସେମାନଙ୍କ ଶ୍ରେଣୀ ଅନୁସାରେ ସେବାକର୍ମରେ ବିଭକ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଇଲିୟାସରଙ୍କ ପରିବାରବର୍ଗ ଓ ଈଥାମରଙ୍କ ବଂଶକୁ ଦୁଇଟି ଭିନ୍ନ ଦଳରେ ବିଭକ୍ତ କରିଥିଲେ। ସେହି ଦଳମାନେ ସେମାନଙ୍କୁ ଦତ୍ତ କାର୍ଯ୍ୟ ଯେପରି ସୂଗ୍ଭରୁରୂପେ କରି ପାରନ୍ତି, ସେଥିନିମନ୍ତେ ଦାଉଦ ଏହିପରି କରିଥିଲେ। ସାଦୋକ୍ ଓ ଅହୀମେଲ‌କ୍‌ଙ୍କ ସାହାଯ୍ୟରେ ଏହା କରିଥିଲେ। ସାଦୋକ୍ ଇଲିୟାସରଙ୍କ ବଂଶଧର ଓ ଅହୀମେଲକ୍ ଈଥାମରଙ୍କ ବଂଶଧର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦାଉଦ ଓ ଇଲୀୟାସରର ସନ୍ତାନ ସାଦୋକ ଓ ଈଥାମରର ସନ୍ତାନ ଅହୀମେଲକ୍‍, ଯାଜକମାନଙ୍କୁ ସେମାନଙ୍କ ଶ୍ରେଣୀ ଅନୁସାରେ ସେବାକର୍ମରେ ବିଭକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଦାଉଦ ଓ ଇଲୀୟାସରର ସନ୍ତାନ ସାଦୋକ ଓ ଈଥାମରର ସନ୍ତାନ ଅହୀମେଲକ୍‍, ଯାଜକମାନଙ୍କୁ ସେମାନଙ୍କ ଶ୍ରେଣୀ ଅନୁସାରେ ସେବାକର୍ମରେ ବିଭକ୍ତ କଲେ।