1 Chronicles 24:30 — Compare Translations
5 translations compared side by side
Odia - 1840
"ମୂଶିଙ୍କ ପୁତ୍ରମାନେ ଥିଲେ ମହଲି, ଏଦର ଓ ଯିରମୋେତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମୂଶିର ପୁତ୍ର ମହଲି ଓ ଏଦର ଓ ଯିରେମୋତ୍ । ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ ।
Odia Bible ERV 2004 (ପବିତ୍ର ବାଇବଲ)
ମୂଶିଙ୍କ ପୁତ୍ରମାନେ ଥିଲେ ମହଲି, ଏଦର ଓ ଯିରେମୋତ୍। ଏହିମାନେ ଲେବୀୟ ଗୋଷ୍ଠୀର ନେତାଗଣ ଥିଲେ। ସେମାନେ ସେମାନଙ୍କର ପରିବାରବର୍ଗ ଦ୍ୱାରା ତାଲିକାଭୁକ୍ତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୂଶିର ପୁତ୍ର ମହଲି, ଏଦର ଓ ଯିରେମୋତ୍। ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୂଶିର ପୁତ୍ର ମହଲି, ଏଦର ଓ ଯିରେମୋତ୍। ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ।