1 Chronicles 24:31 — Compare Translations
5 translations compared side by side
Odia - 1840
"ସମାନେେ ବିଶଷେ କର୍ମ କରିବା ନିମନ୍ତେ ମନୋନୀତ ହାଇେଥିଲେ। ସମାନେେ ସମାନଙ୍କେର ଆତ୍ମୀଯ, ଯାଜକମାନଙ୍କ ପରି ଗୁଳାବାଣ୍ଟ କଲେ। ଯାଜକମାନେ ହାରୋଣଙ୍କ ବଂଶଧର ଥିଲେ। ସମାନେେ ରାଜା ଦାଉଦ, ସାଦୋକ, ଅହୀମଲକେ, ଯାଜକ ଏବଂ ଲବେୀୟ ବଂଶର ନେତାମାନଙ୍କ ସମ୍ମୁଖ ରେ ଗୁଳାବାଣ୍ଟ କଲେ। ଜେଷ୍ଠ ପରିବାର ଓ କନିଷ୍ଠ ପରିବାର ନିମନ୍ତେ ଯେତବେେଳେ କାର୍ୟ୍ଯ ସ୍ଥିର କରାଗଲା, ସେତବେେଳେ ସମାନଙ୍କେ ପ୍ରତି ସମାନ ବ୍ଯବହାର କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ ହିଁ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣ ତୁଲ୍ୟ ଦାଉଦ ରାଜା ଓ ସାଦୋକ ଓ ଅହୀମେଲକ୍, ପୁଣି ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଗୁଲିବାଣ୍ଟ କଲେ; ପୁଣି ବଂଶର ପ୍ରଧାନ ଲୋକ ଯେପରି କଲା, ତାହାର କନିଷ୍ଠ ଭ୍ରାତା ହିଁ ସେହିପରି କଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ବିଶେଷ କର୍ମ କରିବା ନିମନ୍ତେ ମନୋନୀତ ହୋଇଥିଲେ। ସେମାନେ ସେମାନଙ୍କର ଆତ୍ମୀୟ, ଯାଜକମାନଙ୍କ ପରି ଗୁଲିବାଣ୍ଟ କଲେ। ଯାଜକମାନେ ହାରୋଣଙ୍କ ବଂଶଧର ଥିଲେ। ସେମାନେ ରାଜା ଦାଉଦ, ସାଦୋକ, ଅହୀମେଲକ, ଯାଜକ ଏବଂ ଲେବୀୟ ବଂଶର ନେତାମାନଙ୍କ ସମ୍ମୁଖରେ ଗୁଲିବାଣ୍ଟ କଲେ। ଜ୍ୟେଷ୍ଠ ପରିବାର ଓ କନିଷ୍ଠ ପରିବାର ନିମନ୍ତେ ଯେତେବେଳେ କାର୍ଯ୍ୟ ସ୍ଥିର କରାଗଲା, ସେତେବେଳେ ସେମାନଙ୍କ ପ୍ରତି ସମାନ ବ୍ୟବହାର କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ ହିଁ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣ ତୁଲ୍ୟ ଦାଉଦ ରାଜା, ସାଦୋକ ଓ ଅହୀମେଲକ୍, ପୁଣି, ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଗୁଲିବାଣ୍ଟ କଲେ; ପୁଣି, ବଂଶର ପ୍ରଧାନ ଲୋକ ଯେପରି କଲା, ତାହାର କନିଷ୍ଠ ଭ୍ରାତା ହିଁ ସେହିପରି କଲା।
Odia IRV 2017 (ଓଡିଆ ବାଇବେଲ)
ଏମାନେ ହିଁ ଆପଣାମାନଙ୍କ ଭ୍ରାତା ହାରୋଣ-ସନ୍ତାନଗଣ ତୁଲ୍ୟ ଦାଉଦ ରାଜା, ସାଦୋକ ଓ ଅହୀମେଲକ୍, ପୁଣି, ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଗୁଲିବାଣ୍ଟ କଲେ; ପୁଣି, ବଂଶର ପ୍ରଧାନ ଲୋକ ଯେପରି କଲା, ତାହାର କନିଷ୍ଠ ଭ୍ରାତା ହିଁ ସେହିପରି କଲା।