1 Chronicles 24:4 — Compare Translations
5 translations compared side by side
Odia - 1840
"ସାଦୋକ୍ ଓ ଅହୀମଲେକ୍ଙ୍କ ସାହାର୍ୟ୍ଯ ରେ ଏହା କରିଥିଲେ। ସାଦୋକ୍ ଇଲିଯାସରଙ୍କ ବଂଶଧର ଓ ଅହୀମଲେକ୍ ଇଥାମରଙ୍କ ବଂଶଧର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଈଥାମରର ସନ୍ତାନଗଣ ଅପେକ୍ଷା ଇଲୀୟାସରର ସନ୍ତାନଗଣ ମଧ୍ୟରେ ଅନେକ ପ୍ରଧାନ ପୁରୁଷ ଥିଲେ; ସେମାନେ ଏହିରୂପେ ବିଭକ୍ତ ହେଲେ, ଯଥା, ଇଲୀୟାସରର ସନ୍ତାନଗଣ ମଧ୍ୟରେ ଷୋଳ ଜଣ ପିତୃବଂଶପ୍ରଧାନ ଥିଲେ; ଆଉ ଈଥାମରର ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃବଂଶାନୁସାରେ ଆଠ ଜଣ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଈଥାମରଙ୍କ ପରିବାରଠାରୁ ଇଲିୟାସରଙ୍କ ପରିବାରର ଅଧିକ ନେତା ଥିଲେ। ଇଲିୟାସରଙ୍କ ପରିବାରରୁ ଷୋହଳ ଜଣ ଓ ଈଥାମରଙ୍କ ପରିବାରର ଆଠ ଜଣ ନେତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଈଥାମରର ସନ୍ତାନଗଣ ଅପେକ୍ଷା ଇଲୀୟାସରର ସନ୍ତାନଗଣ ମଧ୍ୟରେ ଅନେକ ପ୍ରଧାନ ପୁରୁଷ ଥିଲେ; ସେମାନେ ଏହିରୂପେ ବିଭକ୍ତ ହେଲେ, ଯଥା, ଇଲୀୟାସରର ସନ୍ତାନଗଣ ମଧ୍ୟରେ ଷୋଳ ଜଣ ପିତୃବଂଶର ପ୍ରଧାନ ଥିଲେ; ଆଉ ଈଥାମରର ସନ୍ତାନଗଣ ମଧ୍ୟରେ ଆପଣା ଆପଣା ପିତୃବଂଶାନୁସାରେ ଆଠ ଜଣ ଥିଲେ।
Odia IRV 2017 (ଓଡିଆ ବାଇବେଲ)