1 Chronicles 24:5 — Compare Translations

5 translations compared side by side

Odia - 1840
"ପ୍ରତି ପରିବାରରୁ ଲୋକମାନେ ମନୋନୀତ ହାଇେଥିଲେ। ସମାନେେ ଗୁଳିବାଣ୍ଟ ଦ୍ବାରା ମନୋନୀତ ହାଇେଥିଲେ। ପବିତ୍ର ସ୍ଥାନର ଦାଯିତ୍ବ ରେ ରହିବା ନିମନ୍ତେ କେତଜେଣ ବ୍ଯକ୍ତିଙ୍କୁ ମନୋନୀତ କରାୟାଇଥିଲା। ଆଉ ଅନ୍ୟ ଜଣେ ବ୍ଯକ୍ତିଙ୍କୁ ଯାଜକକର୍ମ ନିମନ୍ତେ ମନୋନୀତ କରାୟାଇଥିଲା। ଏହି ସମସ୍ତ ବ୍ଯକ୍ତିମାନେ ଇଲିଯାସର ଓ ଈଥାମରଙ୍କ ବଂଶରୁ ଆସିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସେମାନେ ଅବଶେଷରେ ଗୁଲିବାଣ୍ଟ ଦ୍ଵାରା ବିଭକ୍ତ କରାଗଲେ; କାରଣ ଇଲୀୟାସର ଓ ଈଥାମର, ଉଭୟର ସନ୍ତାନଗଣ ମଧ୍ୟରୁ ପବିତ୍ର-ସ୍ଥାନର ଅଧିପତି ଓ ପରମେଶ୍ଵରଙ୍କ ଗୃହର ଅଧିପତି ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତି ପରିବାରରୁ ଲୋକମାନେ ମନୋନୀତ ହୋଇଥିଲେ। ସେମାନେ ଗୁଲିବାଣ୍ଟ ଦ୍ୱାରା ମନୋନୀତ ହୋଇଥିଲେ। ପବିତ୍ର ସ୍ଥାନର ଦାୟିତ୍ୱରେ ରହିବା ନିମନ୍ତେ କେତେଜଣ ବ୍ୟକ୍ତିଙ୍କୁ ମନୋନୀତ କରାଯାଇଥିଲା। ଆଉ ଅନ୍ୟ ଜଣେ ବ୍ୟକ୍ତିଙ୍କୁ ଯାଜକକର୍ମ ନିମନ୍ତେ ମନୋନୀତ କରାଯାଇଥିଲା। ଏହି ସମସ୍ତ ବ୍ୟକ୍ତିମାନେ ଇଲିୟାସର ଓ ଈଥାମରଙ୍କ ବଂଶରୁ ଆସିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେମାନେ ଅବଶେଷରେ ଗୁଲିବାଣ୍ଟ ଦ୍ୱାରା ବିଭକ୍ତ କରାଗଲେ; କାରଣ, ଇଲୀୟାସର ଓ ଈଥାମର, ଉଭୟର ସନ୍ତାନଗଣ ମଧ୍ୟରୁ ପବିତ୍ର ସ୍ଥାନର ଅଧିପତି ଓ ପରମେଶ୍ୱରଙ୍କ ଗୃହର ଅଧିପତି ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସେମାନେ ଅବଶେଷରେ ଗୁଲିବାଣ୍ଟ ଦ୍ୱାରା ବିଭକ୍ତ କରାଗଲେ; କାରଣ, ଇଲୀୟାସର ଓ ଈଥାମର, ଉଭୟର ସନ୍ତାନଗଣ ମଧ୍ୟରୁ ପବିତ୍ର ସ୍ଥାନର ଅଧିପତି ଓ ପରମେଶ୍ୱରଙ୍କ ଗୃହର ଅଧିପତି ହେଲେ।