1 Chronicles 24:6 — Compare Translations
5 translations compared side by side
Odia - 1840
"ଶମଯିଯ ସଂପାଦକ ଥିଲେ। ସେ ନଥନଲଙ୍କେ ପୁତ୍ର ଥିଲେ। ଶମଯିଯ ଲବେୀ ଗୋଷ୍ଠୀରୁ ଆସିଥିଲେ। ଶମଯିଯ ସହେି ବଂଶଧରମାନଙ୍କ ନାମ ଲେଖିଲେ। ସେ ସହେି ନାମଗୁଡ଼ିକୁ ରାଜା ଦାଉଦ ଓ ସହେି ନେତାଗଣ: ଯାଜକ ସାଦୋକ, ଅହୀମଲକେ, ଯାଜକମାନଙ୍କର ବଂଶଜ ନେତା ଓ ଲବେୀ ବଂଶଜ ନେତାମାନଙ୍କ ସମ୍ମୁଖ ରେ ଲେଖିଲେ। ଅହୀମଲକେ ଅବିଯାଥରଙ୍କ ପୁତ୍ର ଥିଲେ। ପ୍ରତିଥର ଗୁଳାବାଣ୍ଟ ଦ୍ବାରା ସମାନେେ ଜଣେ ବ୍ଯକ୍ତିକୁ ମନୋନୀତ କଲେ ଓ ଶମଯିଯ ସହେି ଲୋକର ନାମ ଲେଖି ରଖିଲେ। ତେଣୁ ସମାନେେ ଇଲିଯାସର ଓ ଈଥାମରଙ୍କ ପରିବାରର ବ୍ଯକ୍ତିମାନଙ୍କର ମଧ୍ଯ କାମକୁ ଭାଗ କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ରାଜାଙ୍କର ଓ ଅଧିପତିମାନଙ୍କର ଓ ସାଦୋକ ଯାଜକର ଓ ଅବୀୟାଥରର ପୁତ୍ର ଅହୀମେଲକ୍ର ଓ ଯାଜକୀୟ ଓ ଲେବୀୟ ପିତୃବଂଶପ୍ରଧାନମାନଙ୍କ ସାକ୍ଷାତରେ ଲେବୀ-ବଂଶଜାତ ନଥନେଲର ପୁତ୍ର ଶମୟୀୟ ଲେଖକ ସେମାନଙ୍କ ନାମ ଲେଖିଲା; ଇଲୀୟାସର ନିମନ୍ତେ ଏକ ପିତୃବଂଶ ଓ ଈଥାମର ନିମନ୍ତେ ଏକ ପିତୃବଂଶ ଗ୍ରହଣ କରାଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶମୟିୟ ସମ୍ପାଦକ ଥିଲେ। ସେ ନଥନେଲଙ୍କ ପୁତ୍ର ଥିଲେ। ଶମୟିୟ ଲେବୀ ଗୋଷ୍ଠୀରୁ ଆସିଥିଲେ। ଶମୟିୟ ସେହି ବଂଶଧରମାନଙ୍କ ନାମ ଲେଖିଲେ। ସେ ସେହି ନାମଗୁଡ଼ିକୁ ରାଜା ଦାଉଦ ଓ ସେହି ନେତାଗଣ: ଯାଜକ ସାଦୋକ, ଅହୀମେଲକ, ଯାଜକମାନଙ୍କର ବଂଶଜ ନେତା ଓ ଲେବୀ ବଂଶଜ ନେତାମାନଙ୍କ ସମ୍ମୁଖରେ ଲେଖିଲେ। ଅହୀମେଲକ ଅବିୟାଥରଙ୍କ ପୁତ୍ର ଥିଲେ। ପ୍ରତିଥର ଗୁଲିବାଣ୍ଟ ଦ୍ୱାରା ସେମାନେ ଜଣେ ବ୍ୟକ୍ତିକୁ ମନୋନୀତ କଲେ ଓ ଶମୟିୟ ସେହି ଲୋକର ନାମ ଲେଖି ରଖିଲେ। ତେଣୁ ସେମାନେ ଇଲିୟାସର ଓ ଈଥାମରଙ୍କ ପରିବାରର ବ୍ୟକ୍ତିମାନଙ୍କର ମଧ୍ୟ କାମକୁ ଭାଗ କରିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ରାଜାଙ୍କର, ଅଧିପତିମାନଙ୍କର, ସାଦୋକ ଯାଜକର, ଅବୀୟାଥରର ପୁତ୍ର ଅହୀମେଲକ୍ର, ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଲେବୀ ବଂଶଜାତ ନଥନେଲର ପୁତ୍ର ଶମୟୀୟ ଲେଖକ ସେମାନଙ୍କ ନାମ ଲେଖିଲା; ଇଲୀୟାସର ନିମନ୍ତେ ଏକ ପିତୃବଂଶ ଓ ଈଥାମର ନିମନ୍ତେ ଏକ ପିତୃବଂଶ ଗ୍ରହଣ କରାଗଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ରାଜାଙ୍କର, ଅଧିପତିମାନଙ୍କର, ସାଦୋକ ଯାଜକର, ଅବୀୟାଥରର ପୁତ୍ର ଅହୀମେଲକ୍ର, ଯାଜକୀୟ ଓ ଲେବୀୟ ପିତୃବଂଶର ପ୍ରଧାନମାନଙ୍କ ସାକ୍ଷାତରେ ଲେବୀ-ବଂଶଜାତ ନଥନେଲର ପୁତ୍ର ଶମୟୀୟ ଲେଖକ ସେମାନଙ୍କ ନାମ ଲେଖିଲା; ଇଲୀୟାସର ନିମନ୍ତେ ଏକ ପିତୃବଂଶ ଓ ଈଥାମର ନିମନ୍ତେ ଏକ ପିତୃବଂଶ ଗ୍ରହଣ କରାଗଲା।