1 Chronicles 24:7 — Compare Translations
5 translations compared side by side
Odia - 1840
"ପ୍ରଥମ ଦଳ ଥିଲା ଯିହାୟୋଦାରରୀବଙ୍କ ଦଳ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଥମ ଗୁଲିବାଣ୍ଟ ଯିହୋୟାରୀବ ପାଇଁ ଉଠିଲା, ଦ୍ଵିତୀୟ ଯିଦୟୀୟ ପାଇଁ;
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଥମ ଦଳ ଥିଲା ଯିହୋୟାରୀବଙ୍କ ଦଳ। ଦ୍ୱିତୀୟ ଦଳ ଥିଲା ଯିଦୟିୟଙ୍କ ଦଳ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଥମ ଗୁଲିବାଣ୍ଟ ଯିହୋୟାରୀବ୍ ପାଇଁ ଉଠିଲା, ଦ୍ୱିତୀୟ ଯିଦୟୀୟ ପାଇଁ;
Odia IRV 2017 (ଓଡିଆ ବାଇବେଲ)
ପ୍ରଥମ ଗୁଲିବାଣ୍ଟ ଯିହୋୟାରୀବ୍ ପାଇଁ ଉଠିଲା, ଦ୍ୱିତୀୟ ଯିଦୟୀୟ ପାଇଁ;