1 Chronicles 25:1 — Compare Translations
5 translations compared side by side
Odia - 1840
"ଦାଉଦ ଓ ସନୋଧ୍ଯକ୍ଷମାନେ ଆସଫର ପୁତ୍ରମାନଙ୍କୁ ଏକ ବିଶଷେ ସବୋକାର୍ୟ୍ଯ କରିବା ନିମନ୍ତେ ପୃଥକ୍ କଲେ। ଆସଫଙ୍କର ପୁତ୍ରମାନେ ଥିଲେ ହମେନ ଓ ୟିହୂଥୂନ। ବୀଣା, ସାରଙ୍ଗ ଓ ଗିନି ବଜାଇ ପରମେଶ୍ବରଙ୍କ ବାର୍ତ୍ତା ଘାଷେଣା କରିବା ହିଁ ସମାନଙ୍କେର ବିଶଷେ କାର୍ୟ୍ଯ ଥିଲା। ଯେଉଁମାନେ ଏହି ପ୍ରକାର ଭାବରେ ସବୋକାର୍ୟ୍ଯ କରୁଥିଲେ, ସମାନଙ୍କେର ତାଲିକା ଏହି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଆସଫର ଓ ହେମନର ଓ ଯିଦୂଥୂନର ସନ୍ତାନଗଣ ମଧ୍ୟରୁ ଦାଉଦ ଓ ସେନାପତି- ମାନେ କେତେକଙ୍କୁ ବୀଣା, ନେବଲ ଓ କରତାଳ ଦ୍ଵାରା ଭବିଷ୍ୟଦ୍ବାକ୍ୟ ପ୍ରଚାରର ସେବାକାର୍ଯ୍ୟ ନିମନ୍ତେ ପୃଥକ କଲେ; ପୁଣି ଆପଣା ଆପଣା ସେବାନୁସାରେ କର୍ମକାରୀ-ମାନଙ୍କ ସଂଖ୍ୟା ଏହି ।
Odia Bible ERV 2004 (ପବିତ୍ର ବାଇବଲ)
ବାଦ୍ୟକାରୀ ଦଳ ଦାଉଦ ଓ ସେନାଧ୍ୟକ୍ଷମାନେ ଆସଫର ପୁତ୍ରମାନଙ୍କୁ ଏକ ବିଶେଷ ସେବାକାର୍ଯ୍ୟ କରିବା ନିମନ୍ତେ ପୃଥକ କଲେ। ଆସଫଙ୍କର ପୁତ୍ରମାନେ ଥିଲେ ହେମନ ଓ ଯିଦୂଥୂନ। ବୀଣା, ସାରଙ୍ଗ ଓ ଗିନି ବଜାଇ ପରମେଶ୍ୱରଙ୍କ ବାର୍ତ୍ତା ଘୋଷଣା କରିବା ହିଁ ସେମାନଙ୍କର ବିଶେଷ କାର୍ଯ୍ୟ ଥିଲା। ଯେଉଁମାନେ ଏହି ପ୍ରକାର ଭାବରେ ସେବାକାର୍ଯ୍ୟ କରୁଥିଲେ, ସେମାନଙ୍କର ତାଲିକା ଏହି:
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଆସଫର ଓ ହେମନର ଓ ଯିଦୂଥୂନ୍ର ସନ୍ତାନଗଣ ମଧ୍ୟରୁ ଦାଉଦ ଓ ସେନାପତିମାନେ କେତେକଙ୍କୁ ବୀଣା, ନେବଲ ଓ କରତାଳ ଦ୍ୱାରା ଭବିଷ୍ୟଦ୍ବାକ୍ୟ ପ୍ରଚାରର ସେବାକାର୍ଯ୍ୟ ନିମନ୍ତେ ପୃଥକ କଲେ; ପୁଣି, ଆପଣା ଆପଣା ସେବାନୁସାରେ କର୍ମକାରୀମାନଙ୍କ ସଂଖ୍ୟା ଏହି।
Odia IRV 2017 (ଓଡିଆ ବାଇବେଲ)
ଆହୁରି ଆସଫର ଓ ହେମନର ଓ ଯିଦୂଥୂନର ସନ୍ତାନଗଣ ମଧ୍ୟରୁ ଦାଉଦ ଓ ସେନାପତିମାନେ କେତେକଙ୍କୁ ବୀଣା, ନେବଲ ଓ କରତାଳ ଦ୍ୱାରା ଭବିଷ୍ୟଦ୍ବାକ୍ୟ ପ୍ରଚାରର ସେବାକାର୍ଯ୍ୟ ନିମନ୍ତେ ପୃଥକ କଲେ; ପୁଣି, ଆପଣା ଆପଣା ସେବାନୁସାରେ କର୍ମକାରୀମାନଙ୍କ ସଂଖ୍ୟା ଏହି।