1 Chronicles 25:2 — Compare Translations
5 translations compared side by side
Odia - 1840
"ଆସଫଙ୍କ ପରିବାରରୁ: ସକ୍କୁର, ଯୋଷେଫ୍, ନଥନିଯ ଓ ଅସା ରେଲ। ପରମେଶ୍ବରଙ୍କ ବାର୍ତ୍ତା ଘାଷେଣା କରିବା ନିମନ୍ତେ ରାଜା ଦାଉଦ ଆସଫଙ୍କୁ ମନୋନୀତ କରିଥିଲେ। ଆଉ ଆସଫ ତାଙ୍କର ପୁତ୍ରମାନଙ୍କୁ ପରିଚାଳନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆସଫର ସନ୍ତାନମାନଙ୍କ କଥା; ଆସଫର ସନ୍ତାନ ସକ୍କୁର୍ ଓ ଯୋଷେଫ ଓ ନଥନୀୟ ଓ ଅସାରେଲ; ଏମାନେ ଆସଫର ହସ୍ତାଧୀନରେ ରାଜାଜ୍ଞାନୁସାରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆସଫଙ୍କ ପରିବାରରୁ: ସକ୍କୁର, ଯୋଷେଫ, ଓ ଅସାରେଲ। ପରମେଶ୍ୱରଙ୍କ ବାର୍ତ୍ତା ଘୋଷଣା କରିବା ନିମନ୍ତେ ରାଜା ଦାଉଦ ଆସଫଙ୍କୁ ମନୋନୀତ କରିଥିଲେ। ଆଉ ଆସଫ ତାଙ୍କର ପୁତ୍ରମାନଙ୍କୁ ପରିଗ୍ଭଳନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆସଫର ସନ୍ତାନମାନଙ୍କ କଥା; ଆସଫର ସନ୍ତାନ ସକ୍କୁର ଓ ଯୋଷେଫ ଓ ନଥନୀୟ ଓ ଅସାରେଲ; ଏମାନେ ଆସଫର ହସ୍ତାଧୀନରେ ରାଜାଜ୍ଞାନୁସାରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
Odia IRV 2017 (ଓଡିଆ ବାଇବେଲ)
ଆସଫର ସନ୍ତାନମାନଙ୍କ କଥା; ଆସଫର ସନ୍ତାନ ସକ୍କୁର ଓ ଯୋଷେଫ ଓ ନଥନୀୟ ଓ ଅସାରେଲ; ଏମାନେ ଆସଫର ହସ୍ତାଧୀନରେ ରାଜାଜ୍ଞାନୁସାରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।