1 Chronicles 25:3 — Compare Translations
5 translations compared side by side
Odia - 1840
"ୟିହୂଥୂନଙ୍କ ପରିବାରରୁ: ଗଦଲିଯ, ସରୀ, ୟିଶାଯାହ, ହଶବିଯ ଓ ମତ୍ତଥିଯ। ସମାନେେ ସମୁଦାଯ ଛଅ ଜଣ ଥିଲେ ୟିଦୂଥୂନ ତାଙ୍କର ପୁତ୍ରମାନଙ୍କୁ ନିର୍ଦ୍ଦଶେ ଦେଲେ। ପରମେଶ୍ବରଙ୍କ ବାର୍ତ୍ତା ଘାଷେଣା କରିବା ଓ ସଦାପ୍ରଭୁଙ୍କର ଧନ୍ଯବାଦ, ପ୍ରଶଂସା କରିବା ନିମନ୍ତେ ୟିଦୂଥୂନ ବୀଣାୟନ୍ତ୍ରର ବ୍ଯବହାର କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିଦୂଥୂନର କଥା; ଯିଦୂଥୂନର ସନ୍ତାନ ଗଦଲୀୟ ଓ ସରୀ ଓ ଯିଶାୟାହ, ହଶବୀୟ ଓ ମତ୍ତଥୀୟ, ଛଅ ଜଣ; ଏମାନେ ଆପଣାମାନଙ୍କ ପିତା ଯିଦୂଥୂନର ହସ୍ତାଧୀନରେ ବୀଣା ଦ୍ଵାରା ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରି ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିଦୂଥୂନଙ୍କ ପରିବାରରୁ: ଗଦଲିୟ, ସରୀ, ଯିଶାୟାହ, ହଶବିୟ ଓ ମତ୍ତଥିୟ। ସେମାନେ ସମୁଦାୟ ଛଅ ଜଣ ଥିଲେ ଯିଦୂଥୂନ ତାଙ୍କର ପୁତ୍ରମାନଙ୍କୁ ନିର୍ଦ୍ଦେଶ ଦେଲେ। ପରମେଶ୍ୱରଙ୍କ ବାର୍ତ୍ତା ଘୋଷଣା କରିବା ଓ ସଦାପ୍ରଭୁଙ୍କର ଧନ୍ୟବାଦ, ପ୍ରଶଂସା କରିବା ନିମନ୍ତେ ଯିଦୂଥୂନ ବୀଣାଯନ୍ତ୍ରର ବ୍ୟବହାର କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିଦୂଥୂନ୍ର କଥା; ଯିଦୂଥୂନ୍ର ସନ୍ତାନ ଗଦଲୀୟ ଓ ସରୀ ଓ ଯିଶାଇୟ, ହଶବୀୟ ଓ ମତ୍ତଥୀୟ, ଛଅ ଜଣ; ଏମାନେ ଆପଣାମାନଙ୍କ ପିତା ଯିଦୂଥୂନ୍ର ହସ୍ତାଧୀନରେ ବୀଣା ଦ୍ୱାରା ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରି ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
Odia IRV 2017 (ଓଡିଆ ବାଇବେଲ)
ଯିଦୂଥୂନର କଥା; ଯିଦୂଥୂନର ସନ୍ତାନ ଗଦଲୀୟ ଓ ସରୀ ଓ ଯିଶାଇୟ, ହଶବୀୟ ଓ ମତ୍ତଥୀୟ, ଛଅ ଜଣ; ଏମାନେ ଆପଣାମାନଙ୍କ ପିତା ଯିଦୂଥୂନର ହସ୍ତାଧୀନରେ ବୀଣା ଦ୍ୱାରା ସଦାପ୍ରଭୁଙ୍କର ଧନ୍ୟବାଦ ଓ ପ୍ରଶଂସା କରି ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।