1 Chronicles 25:31 — Compare Translations

5 translations compared side by side

Odia - 1840
"ଚତୁବିଂଶ ରେ, ରୋମମତି-ଏଷରଙ୍କ ପୁତ୍ରଗଣ ଓ ଆତ୍ମୀଯମାନଙ୍କ ମଧ୍ଯରୁ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଚତୁର୍ବିଂଶ ପାଇଁ ରୋମାମ୍ତି-ଏଷର୍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ ଗୁଲିବାଣ୍ଟରେ ଉଠିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଚତୁର୍ବିଶଂରେ, ରୋମା‌ମ୍‌ତି-ଏଷରଙ୍କ ପୁତ୍ରଗଣ ଓ ଆତ୍ମୀୟମାନଙ୍କ ମଧ୍ୟରୁ 12 ଜଣ ବ୍ୟକ୍ତିଙ୍କୁ ମନୋନୀତ କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଚତୁର୍ବିଂଶ ପାଇଁ ରୋମାମ୍‍ତି-ଏଷର୍‍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ ଗୁଲିବାଣ୍ଟରେ ଉଠିଲେ।
Odia IRV 2017 (ଓଡିଆ ବାଇବେଲ)
ଚତୁର୍ବିଂଶ ପାଇଁ ରୋମାମ୍‍ତି-ଏଷର୍‍, ତାହାର ପୁତ୍ର ଓ ଭ୍ରାତୃଗଣ ବାର ଜଣ ଗୁଲିବାଣ୍ଟରେ ଉଠିଲେ।