1 Chronicles 25:5 — Compare Translations

5 translations compared side by side

Odia - 1840
"ଏମାନେ ସମସ୍ତେ ହମେନଙ୍କର ପୁତ୍ରଗଣ ଥିଲେ। ହମେନ ଦାଉଦଙ୍କ ଭବିଷ୍ଯତବକ୍ତା ଥିଲେ। ପରମେଶ୍ବର ପ୍ରତିଜ୍ଞା କରିଥିଲେ ଯେ, ସେ ହମେନଙ୍କୁ ବଳବାନ କରିବେ। ତେଣୁ ହମେନଙ୍କର ଅନକେ ପୁତ୍ର ଜାତ ହେଲେ। ପରମେଶ୍ବର ହମେନଙ୍କୁ ଚଉଦ ପୁତ୍ର ଓ ତିନି କନ୍ଯା ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏସମସ୍ତେ ଶୃଙ୍ଗଧ୍ଵନି କରିବା ନିମନ୍ତେ ପରମେଶ୍ଵରଙ୍କ ବାକ୍ୟ ବିଷୟରେ ରାଜାଙ୍କର ଦର୍ଶକ ହେମନର ପୁତ୍ର ଥିଲେ । ପରମେଶ୍ଵର ହେମନକୁ ଚଉଦ ପୁତ୍ର ଓ ତିନି କନ୍ୟା ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏମାନେ ସମସ୍ତେ ହେମନଙ୍କର ପୁତ୍ରଗଣ ଥିଲେ। ହେମନ ଦାଉଦଙ୍କ ଭବିଷ୍ୟ‌ଦ୍‌ବକ୍ତା ଥିଲେ। ପରମେଶ୍ୱର ପ୍ରତିଜ୍ଞା କରିଥିଲେ ଯେ, ସେ ହେମନଙ୍କୁ ବଳବାନ କରିବେ। ତେଣୁ ହେମନଙ୍କର ଅନେକ ପୁତ୍ର ଜାତ ହେଲେ। ପରମେଶ୍ୱର ହେମନଙ୍କୁ ଚଉଦ ପୁତ୍ର ଓ ତିନି କନ୍ୟା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏସମସ୍ତେ ଶୃଙ୍ଗଧ୍ୱନି କରିବା ନିମନ୍ତେ ପରମେଶ୍ୱରଙ୍କ ବାକ୍ୟ ବିଷୟରେ ରାଜାଙ୍କର ଦର୍ଶକ ହେମନର ପୁତ୍ର ଥିଲେ। ପରମେଶ୍ୱର ହେମନକୁ ଚଉଦ ପୁତ୍ର ଓ ତିନି କନ୍ୟା ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଏସମସ୍ତେ ଶୃଙ୍ଗଧ୍ୱନି କରିବା ନିମନ୍ତେ ପରମେଶ୍ୱରଙ୍କ ବାକ୍ୟ ବିଷୟରେ ରାଜାଙ୍କର ଦର୍ଶକ ହେମନର ପୁତ୍ର ଥିଲେ। ପରମେଶ୍ୱର ହେମନକୁ ଚଉଦ ପୁତ୍ର ଓ ତିନି କନ୍ୟା ଦେଲେ।