1 Chronicles 25:6 — Compare Translations
5 translations compared side by side
Odia - 1840
"ହମେନ ସଦାପ୍ରଭୁଙ୍କ ମନ୍ଦିର ରେ ଗୀତଗାଯନ କରିବାକୁ ତାଙ୍କର ପୁତ୍ରମାନଙ୍କୁ ନିର୍ଦ୍ଦଶେ ଦେଲେ। ସହେି ପୁତ୍ରମାନେ ଗିନି, ସାରଙ୍ଗ ଓ ବୀଣା ବଜାଉଥିଲେ। ସମାନେେ ଏହି ପ୍ରକା ରେ ପରମେଶ୍ବରଙ୍କ ମନ୍ଦିର ରେ ସବୋକାର୍ୟ୍ଯ କରୁଥିଲେ। ରାଜା ଦାଉଦ ଏହିସବୁ ବ୍ଯକ୍ତିମାନଙ୍କୁ ମନୋନୀତ କରିଥିଲେ: ଆସଫ, ୟିଦୁଥୂନ ଓ ହମେନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏସମସ୍ତେ ପରମେଶ୍ଵରଙ୍କ ଗୃହର ସେବାକାର୍ଯ୍ୟାର୍ଥେ କରତାଳ, ନେବଲ ଓ ବୀଣା ଦ୍ଵାରା ସଦାପ୍ରଭୁଙ୍କ ଗୃହରେ ଗାନ କରିବା ପାଇଁ ଆପଣାମାନଙ୍କ ପିତାଙ୍କ ହସ୍ତାଧୀନରେ ଥିଲେ; ଆସଫ, ଯିଦୂଥୂନ୍ ଓ ହେମନ ରାଜାଜ୍ଞାଧୀନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହେମନ ସଦାପ୍ରଭୁଙ୍କ ମନ୍ଦିରରେ ଗୀତଗାୟନ କରିବାକୁ ତାଙ୍କର ପୁତ୍ରମାନଙ୍କୁ ନିର୍ଦ୍ଦେଶ ଦେଲେ। ସେହି ପୁତ୍ରମାନେ ଗିନି, ସାରଙ୍ଗ ଓ ବୀଣା ବଜାଉଥିଲେ। ସେମାନେ ଏହି ପ୍ରକାରେ ପରମେଶ୍ୱରଙ୍କ ମନ୍ଦିରରେ ସେବାକାର୍ଯ୍ୟ କରୁଥିଲେ। ରାଜା ଦାଉଦ ଏହିସବୁ ବ୍ୟକ୍ତିମାନଙ୍କୁ ମନୋନୀତ କରିଥିଲେ: ଆସଫ, ଯିଦୁଥୂନ ଓ ହେମନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏସମସ୍ତେ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟାର୍ଥେ କରତାଳ, ନେବଲ ଓ ବୀଣା ଦ୍ୱାରା ସଦାପ୍ରଭୁଙ୍କ ଗୃହରେ ଗାନ କରିବା ପାଇଁ ଆପଣାମାନଙ୍କ ପିତାଙ୍କ ହସ୍ତାଧୀନରେ ଥିଲେ; ଆସଫ, ଯିଦୂଥୂନ୍ ଓ ହେମନ ରାଜାଜ୍ଞାଧୀନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏସମସ୍ତେ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟାର୍ଥେ କରତାଳ, ନେବଲ ଓ ବୀଣା ଦ୍ୱାରା ସଦାପ୍ରଭୁଙ୍କ ଗୃହରେ ଗାନ କରିବା ପାଇଁ ଆପଣାମାନଙ୍କ ପିତାଙ୍କ ହସ୍ତାଧୀନରେ ଥିଲେ; ଆସଫ, ଯିଦୂଥୂନ୍ ଓ ହେମନ ରାଜାଜ୍ଞାଧୀନ ଥିଲେ।