1 Chronicles 25:7 — Compare Translations

5 translations compared side by side

Odia - 1840
"ଲବେୀ ଗୋଷ୍ଠୀର ସହେି ବ୍ଯକ୍ତିମାନେ ଓ ସମାନଙ୍କେର ଆତ୍ମୀଯମାନେ ଗାଯନ ବିଦ୍ଯା ରେ ତାଲିମପ୍ରାପ୍ତ ହାଇେଥିଲେ। 288 ଜଣ ବ୍ଯକ୍ତି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପ୍ରଶଂସାର ଗୀତ ଗାନ କରିବା ଶିକ୍ଷା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନକାର୍ଯ୍ୟରେ ଶିକ୍ଷିତ ଓ ନିପୁଣ ଏସମସ୍ତେ ଓ ଏମାନଙ୍କ ଭ୍ରାତୃଗଣ ସଂଖ୍ୟାରେ ଦୁଇ ଶହ ଅଠାଶୀ ଜଣ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲେବୀ ଗୋଷ୍ଠୀର ସେହି ବ୍ୟକ୍ତିମାନେ ଓ ସେମାନଙ୍କର ଆତ୍ମୀୟମାନେ ଗାୟନ ବିଦ୍ୟାରେ ତାଲିମପ୍ରାପ୍ତ ହୋଇଥିଲେ। 288 ଜଣ ବ୍ୟକ୍ତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସାର ଗୀତ ଗାନ କରିବା ଶିକ୍ଷା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନକାର୍ଯ୍ୟରେ ଶିକ୍ଷିତ ଓ ନିପୁଣ ଏସମସ୍ତେ ଓ ଏମାନଙ୍କ ଭ୍ରାତୃଗଣ ସଂଖ୍ୟାରେ ଦୁଇ ଶହ ଅଠାଶୀ ଜଣ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନକାର୍ଯ୍ୟରେ ଶିକ୍ଷିତ ଓ ନିପୁଣ ଏସମସ୍ତେ ଓ ଏମାନଙ୍କ ଭ୍ରାତୃଗଣ ସଂଖ୍ୟାରେ ଦୁଇ ଶହ ଅଠାଶୀ ଜଣ ଥିଲେ।