1 Chronicles 25:8 — Compare Translations

5 translations compared side by side

Odia - 1840
"ସମାନେେ ଗୁଳାବାଣ୍ଟ ଦ୍ବାରା ପ୍ରେତ୍ୟକକ ବ୍ଯକ୍ତି ନିମନ୍ତେ ବିଭିନ୍ନ କାର୍ୟ୍ଯ ନିରୂପଣ କଲେ। ପ୍ରେତ୍ୟକକ ଲୋକ ପ୍ରତି ସମାନ ବ୍ଯବହାର କରାଗଲା। ୟୁବା ଓ ବୃଦ୍ଧ ଉଭୟଙ୍କ ପ୍ରତି ସମବ୍ଯବହାରା କରାଗଲା। ଛାତ୍ର ପ୍ରତି ଯେ ପ୍ରକାର ବ୍ଯବହାର, ଶିକ୍ଷକ ପ୍ରତି ମଧ୍ଯ ସେ ପ୍ରକାର ବ୍ଯବହାର କରାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେମାନେ ସାନ ବଡ଼, ଶିକ୍ଷକ, ଛାତ୍ର, ସମସ୍ତଙ୍କ ରକ୍ଷଣୀୟ ନିମନ୍ତେ ସମାନ ରୂପେ ଗୁଲିବାଣ୍ଟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଗୁଲିବାଣ୍ଟ ଦ୍ୱାରା ପ୍ରତ୍ୟେକ ବ୍ୟକ୍ତି ନିମନ୍ତେ ବିଭିନ୍ନ କାର୍ଯ୍ୟ ନିରୂପଣ କଲେ। ପ୍ରତ୍ୟେକ ଲୋକ ପ୍ରତି ସମାନ ବ୍ୟବହାର କରାଗଲା। ଯୁବା ଓ ବୃଦ୍ଧ ଉଭୟଙ୍କ ପ୍ରତି ସମବ୍ୟବହାରା କରାଗଲା। ଛାତ୍ର ପ୍ରତି ଯେପ୍ରକାର ବ୍ୟବହାର, ଶିକ୍ଷକ ପ୍ରତି ମଧ୍ୟ ସେ ପ୍ରକାର ବ୍ୟବହାର କରାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେମାନେ ସାନ ବଡ଼, ଶିକ୍ଷକ, ଛାତ୍ର, ସମସ୍ତଙ୍କ ରକ୍ଷଣୀୟ ନିମନ୍ତେ ସମାନ ରୂପେ ଗୁଲିବାଣ୍ଟ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେମାନେ ସାନ ବଡ଼, ଶିକ୍ଷକ, ଛାତ୍ର, ସମସ୍ତଙ୍କ ରକ୍ଷଣୀୟ ନିମନ୍ତେ ସମାନ ରୂପେ ଗୁଲିବାଣ୍ଟ କଲେ।