1 Chronicles 26:10 — Compare Translations
5 translations compared side by side
Odia - 1840
"ଏହିମାନେ ମରାରି ବଂଶର ଦ୍ବାରପାଳ ଥିଲେ, ହୋଷାର। ସିମ୍ରି ପ୍ରଥମ ପୁତ୍ର ରୂପେ ମନୋନୀତ ହାଇେଥିଲେ। ଦ୍ବାରପାଳମାନେ ବିଶଷେ ପ୍ରକା ରେ ସଦାପ୍ରଭୁଙ୍କ ମନ୍ଦିର ରେ ସବୋକାର୍ୟ୍ଯ କରୁଥିଲେ। ସିମ୍ରି ଜେଷ୍ଠପୁତ୍ର ନ ଥିଲେ, କିନ୍ତୁ ତାଙ୍କ ପିତା ତାଙ୍କୁ ପ୍ରଥମଜାତ ପୁତ୍ରରୂପେ ମନୋନୀତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମରାରି-ବଂଶଜାତ ହୋଷାର ପୁତ୍ର ଥିଲେ; ପ୍ରଧାନ ସିମ୍ରି, କାରଣ ସେ ପ୍ରଥମଜାତ ନୋହିଲେ ହେଁ ତାହାର ପିତା ତାହାକୁ ପ୍ରଧାନ କଲା;
Odia Bible ERV 2004 (ପବିତ୍ର ବାଇବଲ)
ଏହିମାନେ ମରାରି ବଂଶର ଦ୍ୱାରପାଳ ଥିଲେ, ହୋଷାର। ସିମ୍ରି ପ୍ରଥମ ପୁତ୍ର ରୂପେ ମନୋନୀତ ହୋଇଥିଲେ। ଦ୍ୱାରପାଳମାନେ ବିଶେଷ ପ୍ରକାରେ ସଦାପ୍ରଭୁଙ୍କ ମନ୍ଦିରରେ ସେବାକାର୍ଯ୍ୟ କରୁଥିଲେ। ସିମ୍ରି ଜ୍ୟେଷ୍ଠପୁତ୍ର ନ ଥିଲେ, କିନ୍ତୁ ତାଙ୍କ ପିତା ତାଙ୍କୁ ପ୍ରଥମଜାତ ପୁତ୍ରରୂପେ ମନୋନୀତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମରାରି-ବଂଶଜାତ ହୋଷାର ପୁତ୍ର ଥିଲେ; ପ୍ରଧାନ ଶିମ୍ରି, କାରଣ ସେ ପ୍ରଥମଜାତ ନୋହିଲେ ହେଁ ତାହାର ପିତା ତାହାକୁ ପ୍ରଧାନ କଲା;
Odia IRV 2017 (ଓଡିଆ ବାଇବେଲ)
ଆଉ ମରାରି-ବଂଶଜାତ ହୋଷାର ପୁତ୍ର ଥିଲେ; ପ୍ରଧାନ ଶିମ୍ରି, କାରଣ ସେ ପ୍ରଥମଜାତ ନୋହିଲେ ହେଁ ତାହାର ପିତା ତାହାକୁ ପ୍ରଧାନ କଲା;