1 Chronicles 26:11 — Compare Translations

5 translations compared side by side

Odia - 1840
"ହିଲକିଯ ତାଙ୍କର ଦ୍ବିତୀୟ ପୁତ୍ର ଥିଲେ। ଟବଲିଯ ତାଙ୍କର ତୃତୀୟ ପୁତ୍ର ଥିଲେ। ଆଉ ଜିଖରିଯ ତାଙ୍କର ଚତୁର୍ଥ ପୁତ୍ର ଥିଲେ। ସର୍ବ ମାଟେ, ହୋଷାଙ୍କର 13 ଜଣ ପୁତ୍ର ଓ ଆତ୍ମୀଯ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦ୍ଵିତୀୟ ହିଲ୍‍କୀୟ, ତୃତୀୟ ଟବଲୀୟ, ଚତୁର୍ଥ ଜିଖରୀୟ; ହୋଷାର ପୁତ୍ର ଓ ଭ୍ରାତୃଗଣ ସର୍ବସୁଦ୍ଧା ତେର ଜଣ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହି‌ଲ୍‌‌‌କିୟ ତାଙ୍କର ଦ୍ୱିତୀୟ ପୁତ୍ର ଥିଲେ। ଟବଲିୟ ତାଙ୍କର ତୃତୀୟ ପୁତ୍ର ଥିଲେ। ଆଉ ଯିଖରିୟ ତାଙ୍କର ଚତୁର୍ଥ ପୁତ୍ର ଥିଲେ। ସର୍ବମୋଟ, ହୋଷାଙ୍କର 13 ଜଣ ପୁତ୍ର ଓ ଆତ୍ମୀୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦ୍ୱିତୀୟ ହିଲ୍‍କୀୟ, ତୃତୀୟ ଟବଲିୟ, ଚତୁର୍ଥ ଜିଖରୀୟ; ହୋଷାର ପୁତ୍ର ଓ ଭ୍ରାତୃଗଣ ସର୍ବସୁଦ୍ଧା ତେର ଜଣ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଦ୍ୱିତୀୟ ହିଲ୍‍କୀୟ, ତୃତୀୟ ଟବଲିୟ, ଚତୁର୍ଥ ଜିଖରୀୟ; ହୋଷାର ପୁତ୍ର ଓ ଭ୍ରାତୃଗଣ ସର୍ବସୁଦ୍ଧା ତେର ଜଣ ଥିଲେ।