1 Chronicles 26:12 — Compare Translations

5 translations compared side by side

Odia - 1840
"ଏହିମାନେ ଦ୍ବାରପାଳମାନଙ୍କ ଦଳର ନେତା ଥିଲେ। ଦ୍ବାରପାଳମାନେ ଏକ ବିଶଷେ ପ୍ରକା ରେ ସଦାପ୍ରଭୁଙ୍କ ମନ୍ଦିର ରେ ସବୋକାର୍ୟ୍ଯ କରୁଥିଲେ, ଠିକ୍ ଯେପରି ସମାନଙ୍କେର ଆତ୍ମୀଯମାନେ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ଗୃହରେ ପରିଚର୍ଯ୍ୟାକରଣାର୍ଥେ ଦ୍ଵାରପାଳମାନଙ୍କ ପାଳି ଏହି ପ୍ରଧାନ ଲୋକମାନଙ୍କର ହେଲା, ଆପଣା ଭ୍ରାତୃଗଣ ତୁଲ୍ୟ ସେମାନଙ୍କର ରକ୍ଷଣୀୟ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହିମାନେ ଦ୍ୱାରପାଳମାନଙ୍କ ଦଳର ନେତା ଥିଲେ। ଦ୍ୱାରପାଳମାନେ ଏକ ବିଶେଷ ପ୍ରକାରେ ସଦାପ୍ରଭୁଙ୍କ ମନ୍ଦିରରେ ସେବାକାର୍ଯ୍ୟ କରୁଥିଲେ, ଠିକ୍ ଯେପରି ସେମାନଙ୍କର ଆତ୍ମୀୟମାନେ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ଗୃହରେ ପରିଚର୍ଯ୍ୟାକରଣାର୍ଥେ ଦ୍ୱାରପାଳମାନଙ୍କ ପାଳି ଏହି ପ୍ରଧାନ ଲୋକମାନଙ୍କର ହେଲା, ଆପଣା ଭ୍ରାତୃଗଣ ତୁଲ୍ୟ ସେମାନଙ୍କର ରକ୍ଷଣୀୟ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ଗୃହରେ ପରିଚର୍ଯ୍ୟାକରଣାର୍ଥେ ଦ୍ୱାରପାଳମାନଙ୍କ ପାଳି ଏହି ପ୍ରଧାନ ଲୋକମାନଙ୍କର ହେଲା, ଆପଣା ଭ୍ରାତୃଗଣ ତୁଲ୍ୟ ସେମାନଙ୍କର ରକ୍ଷଣୀୟ ଥିଲା।