1 Chronicles 26:13 — Compare Translations

5 translations compared side by side

Odia - 1840
"ପ୍ରେତ୍ୟକକ ପରିବାରକୁ ଜଗିବା ନିମନ୍ତେ ଗୋଟିଏ ଦ୍ବାର ଦିଆୟାଇଥିଲା। ଗୋଟିଏ ପରିବାର ନିମନ୍ତେ ଗୋଟିଏ ଦ୍ବାର ନିରୂପଣ କରିବା ନିମନ୍ତେ ଗୁଳାବାଣ୍ଟ କରାଯାଉଥିଲା। ୟୁବା ଓ ବୃଦ୍ଧ ଉଭୟଙ୍କ ପ୍ରତି ସମବ୍ଯବହାର କରାଯାଉଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ, ସାନ ବଡ଼, ଆପଣା ପିତୃ-ବଂଶାନୁସାରେ ପ୍ରତ୍ୟେକ ଦ୍ଵାର ପାଇଁ ଗୁଲିବାଣ୍ଟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ପରିବାରକୁ ଜଗିବା ନିମନ୍ତେ ଗୋଟିଏ ଦ୍ୱାର ଦିଆଯାଇଥିଲା। ଗୋଟିଏ ପରିବାର ନିମନ୍ତେ ଗୋଟିଏ ଦ୍ୱାର ନିରୂପଣ କରିବା ନିମନ୍ତେ ଗୁଲିବାଣ୍ଟ କରାଯାଉଥିଲା। ଯୁବା ଓ ବୃଦ୍ଧ ଉଭୟଙ୍କ ପ୍ରତି ସମବ୍ୟବହାର କରାଯାଉଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ, ସାନ ବଡ଼, ଆପଣା ପିତୃବଂଶାନୁସାରେ ପ୍ରତ୍ୟେକ ଦ୍ୱାର ପାଇଁ ଗୁଲିବାଣ୍ଟ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ, ସାନ ବଡ଼, ଆପଣା ପିତୃବଂଶାନୁସାରେ ପ୍ରତ୍ୟେକ ଦ୍ୱାର ପାଇଁ ଗୁଲିବାଣ୍ଟ କଲେ।